ଆଜିଠୁ ଲର୍ଡସ୍ ଲଢ଼େଇ: ତୃତୀୟ ଟେଷ୍ଟ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ, ୧-୧ରେ ସିରିଜ ବରାବର ଲର୍ଡସ୍,୧୦।୭: କ୍ରିକେଟର ମକ୍କା କୁହାଯାଉଥିବା ଐତିହାସିକ ଲର୍ଡସ୍ ଷ୍ଟାଡିୟମ୍ରେ ଆଜିଠୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆଣ୍ଡରସନ୍-ତେନ୍ଦୁଲକର ଟ୍ରଫି ଶୃଙ୍ଖଳାର ତୃତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେଉଛି। ୫ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ଉଭୟ ଦଳ ଏପର୍ଯ୍ୟନ୍ତ ଗୋଟିଏ...