ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ମଞ୍ଜୁରୀ, ପ୍ରଧାନମନ୍ତ୍ରୀ କହିଲେ ଦୁଇ ବଡ଼ ଅର୍ଥନୀତି ମଧ୍ୟରେ ଚୁକ୍ତିନାମା ନୂଆଦିଲ୍ଲୀ,୨୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ଶକ୍ତି ସପ୍ତାହ ୨୦୨୬କୁ ସମ୍ବୋଧିତ କରିବା ସମୟରେ ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ଏକ ପ୍ରମୁଖ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ଘୋଷଣା କରିଥିଲେ। ସେ କହିଥିଲେ ଯେ ଏହି ଚୁକ୍ତି…