ଗୋଟିଏ ରନ୍ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍ ପରେ… ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ ଏକ ସମ୍ଭାବ୍ୟ ରନଓ୍ବେ ଦୁର୍ଘଟଣାକୁ ଅଳ୍ପକେ ଏଡ଼ାଇ ଦେଇଥିଲା। ଏୟାର ଇଣ୍ଡିଆର ଜଣେ…