ନୂଆଦିଲ୍ଲୀ,୧୯।୩: ଜବାହରଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚରେ ଭାରତ ୩-୦ ଗୋଲରେ ମାଲଡିଭ୍ସକୁ ପରାସ୍ତ କରିଛି। ପ୍ରଥମ ଅଧଘଣ୍ଟା ଗୋଲଶୂନ୍ୟ ରହିବାପରେ…