ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP ଅଭିବୃଦ୍ଧି ହାର ୭.୮%ରେ ପହଞ୍ଚିଛି। ଏହା ଗତ ବର୍ଷର ସମାନ ତ୍ରୈମାସିକରେ ୬.୯%…