Moody’s Report: ବିଶ୍ୱରେ ମୋଦିଙ୍କ ଜଲଓ୍ବା, G-20 ଦେଶମାନଙ୍କ ମଧ୍ୟରେ ଭାରତର ଅଭିବୃଦ୍ଧି ହାର ସବୁଠୁ ଦ୍ରୁତ
ନୂଆଦିଲ୍ଲୀ,୧।୪: ୨୦୨୪-୨୫ ବର୍ଷରେ ଭାରତର ଅର୍ଥନୀତି ୬.୫ ପ୍ରତିଶତ ହାରରେ ଅଭିବୃଦ୍ଧି ପାଇବ, ଯାହା G-୨୦ର ବିକଶିତ ଏବଂ ଉଦୀୟମାନ ଦେଶମାନଙ୍କ ମଧ୍ୟରେ ସର୍ବାଧିକ ହେବ ବୋଲି ରେଟିଂ ଏଜେନ୍ସି ମୁଡିଜ(Moody’s) ମଙ୍ଗଳବାର କହିଛି। RBI ଦ୍ୱାରା ଟିକସ ଛାଡ଼...
୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ
ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି ଆକଳନ କରିଛି। ଗୁରୁବାର ପ୍ରକାଶିତ ୨୦୨୪ ମଧ୍ୟଭାଗ ସୁଦ୍ଧା ଏଜେନ୍ସିର ବିଶ୍ୱ ଅର୍ଥନୀତି...
୨୦୨୪ରେ ୭.୫% ରହିବ ଭାରତର ଜିଡିପି, ନିର୍ବାଚନୀ ବର୍ଷରେ ବଡ଼ ଆକଳନ କଲା ବିଶ୍ବବ୍ୟାଙ୍କ
ନୂଆଦିଲ୍ଲୀ,୩।୪: ଭାରତରେ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଆକଳନ କରିଛି ବିଶ୍ବବ୍ୟାଙ୍କ। ୨୦୨୪ରେ ଭାରତୀୟ ଅର୍ଥନୀତି ୭.୫% ହାରରେ ଅଭିବୃଦ୍ଧି କରିବ ବୋଲି ବିଶ୍ବବ୍ୟାଙ୍କ କହିଛି। ପୂର୍ବରୁ ଭାରତର ଅଭିବୃଦ୍ଧି ହାର ୬.୩% ଆକଳନ କରିଥିବା ବେଳେ ଏବେ ସଦ୍ୟ...
ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ୮.୪% ହାରରେ ବୃଦ୍ଧି ପାଇଲା ଭାରତର ଅର୍ଥନୀତି
ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୮.୪ ପ୍ରତିଶତ ବୃଦ୍ଧି ପାଇଛି ଯାହା ଏକ ବର୍ଷ ପୂର୍ବେ ୪.୩ ପ୍ରତିଶତ ଥିଲା । ଗୁରୁବାର ପରିସଂଖ୍ୟାନ ଏବଂ କାର୍ୟ୍ୟକ୍ରମ କାର୍ୟ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ଏହି...
୨୦୨୪-୨୫ ବର୍ଷରେ ୬.୫% ରହିବ ଭାରତର ଜିଡିପି: ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି
ନୂଆଦିଲ୍ଲୀ,୩୧।୧: ଚଳିତ ୨୦୨୪ ବର୍ଷ ଏବଂ ୨୦୨୫ ବର୍ଷରେ ଭାରତର ଅର୍ଥନୈତିକ ବିକାଶ ହାର ୬ ଦଶମିକ ୫ ପ୍ରତିଶତ ରହିବ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି ଆଇଏମ୍ଏଫ୍ ଏହାର ଜାନୁଆରୀ ମାସ ରିପୋର୍ଟରେ ଉଲ୍ଲେଖ କରିଛି। ପୂର୍ବ ଅନୁମାନ ତୁଳନାରେ...
୨୦୨୪ ରେ ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ହୋଇ ରହିବ ଭାରତ
ନୂଆଦିଲ୍ଲୀ,୩୧।୧୨: ୨୦୨୩ରେ ବିଶ୍ୱର ବିଭିନ୍ନ ଦେଶ ଆର୍ଥିକ ମାନ୍ଦାବସ୍ଥାର ସମ୍ମୁଖୀନ ହୋଇଥିଲେ ମଧ୍ୟ ଭାରତ ଏହାର ସ୍ଥିତି ଦୃଢ ରଖି ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇପାରିଛି। ଭାରତର ଘରୋଇ ବଜାରରେ ଚାହିଦା ବୃଦ୍ଧି, ଦର ନିୟନ୍ତ୍ରଣ ଏବଂ ବିଦେଶୀ...
ପ୍ରଥମ ଥର ପାଇଁ ୪ ଟ୍ରିଲିୟନ୍ ଡଲାର ଅତିକ୍ରମ କଲା ଭାରତୀୟ ଅର୍ଥନୀତି, ଖୁବଶୀଘ୍ର ଜାପାନ ଏବଂ ଜର୍ମାନୀକୁ ପକାଇବ ପଛରେ
ନୂଆଦିଲ୍ଲୀ,୧୯ା୧୧: ଭାରତର ଅର୍ଥନୀତିର ଆକାର ପ୍ରଥମ ଥର ପାଇଁ ୪ ଟ୍ରିଲିୟନ ଡଲାର ଅତିକ୍ରମ କରିଛି। ଏହା ସହ ଭାରତ ବର୍ତ୍ତମାନ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ହେବାକୁ ଅତି ନିକଟତର ହୋଇଛି। ୫ ଟ୍ରିଲିୟନ ଡଲାର ଅର୍ଥନୀତି ହେବାର...
Archives
