‘ହୋର୍ମୁଜ ଷ୍ଟ୍ରେଟ୍’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା… ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି ରହିଥିବା ଉତ୍ତେଜନା ଏବଂ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ ହେଉଥିବା ବେଳେ,…