ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’ ତେହରାନ୍/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି ଯେ ଇରାନର ବିଶ୍ୱ ତୈଳ ଯୋଗାଣରେ ବାଧା ସୃଷ୍ଟି କରିବାର କୌଣସି ଉଦ୍ଦେଶ୍ୟ…