ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା… ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ ଅବସ୍ଥିତ ଭାରତୀୟ ଦୂତାବାସ ନିଜ ନାଗରିକଙ୍କ ସୁରକ୍ଷା ପାଇଁ ଏକ ଜରୁରୀକାଳୀନ ମାର୍ଗଦର୍ଶିକା…