ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ ଏବେ ବିଶ୍ୱକପ ଟ୍ରଫିଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି। ଆସନ୍ତା ମହାଲଢ଼େଇରେ…