ଏ ହେଉଛି ଦେଶର ସବୁଠୁ ମହଙ୍ଗା ବାଇକ୍, ଦାମ୍ ଏତେ ଯେ ଗୋଟିଏ ବଦଳରେ କିଣିପାରିବେ ୫୦ Royal Enfield Bullet ନୂଆଦିଲ୍ଲୀ,୧୬।୪: ଭାରତର ସବୁଠାରୁ ମହଙ୍ଗା ବାଇକ୍ର ମୂଲ୍ୟ ଏତେ ଅଧିକ ଯେ ଆପଣ କେବଳ ଗୋଟିଏ କି ଦୁଇଟି ନୁହେଁ ବରଂ ୫୦ଟି ରୟାଲ ଏନଫିଲ୍ଡ ବୁଲେଟ ଘରକୁ ଆଣିପାରିବେ। ହଁ, ଏହି ବାଇକ୍ର ଏକ୍ସ-ସୋରୁମ ମୂଲ୍ୟ ୧ କୋଟି...