ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ! କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା ୬୨୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨,୪୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି।…