ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ମଧ୍ୟରେ ଏକ ଟେଲିଫୋନ ବାର୍ତ୍ତାଳାପ ସମୟରେ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିନାମା...