ଟିମ୍ଇଣ୍ଡିଆକୁ ଦିନରେ ତାରା ଦେଖେଇଦେଲେ ହେନରୀ: କଲେ ରେକର୍ଡ ବର୍ଷା
ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ମାଉଣ୍ଟ ମାଉଙ୍ଗାନୁଇର ବେ ଓଭାଲ ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଦିନିକିଆ ମ୍ୟାଚ୍ରେ ଟିମ ଇଣ୍ଡିଆକୁ ୨୪୪ ରନ୍ର ବଡ଼ ବ୍ୟବଧାନରେ ପରାଜୟ ବରଣ କରିବାକୁ ପଡ଼ିଛି। ନ୍ୟୁଜିଲାଣ୍ଡର ଏହି ବଡ଼ ବିଜୟର ନାୟକ…

