ଜୟଶଙ୍କରଙ୍କ ସୁରକ୍ଷା ବଢ଼ିଲା, ଏବେ ୨ ବୁଲେଟ୍ ପ୍ରୁଫ୍ ଗାଡ଼ି… ନୂଆଦିଲ୍ଲୀ, ୧୫।୫: ଆତଙ୍କବାଦ ବିରୋଧରେ ଭାରତ ସରକାରଙ୍କ ଅପରେଶନ ସିନ୍ଦୂର ପରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି। ଦିଲ୍ଲୀସ୍ଥିତ ତାଙ୍କ ବାସଭବନ ଚାରିପାଖରେ ସୁରକ୍ଷା ବଳୟକୁ କଡ଼ାକଡ଼ି କରାଯାଇଛି। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ...