ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ ୧୭ ରିଖରେ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ…