ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼ କମ୍ପାନୀ ଆମାଜନ ଏବଂ ଫ୍ଲିପକାର୍ଟ ଏହି କ୍ଷେତ୍ରରେ ପ୍ରବେଶ କରିବା ପରେ ଏହି…