ଟ୍ରମ୍ପଙ୍କୁ ଚ୍ୟାଲେଞ୍ଜ୍ ଦେଲେ ଅର୍ଥମନ୍ତ୍ରୀ, କହିଲେ ଆମେ ରୁଷିଆରୁ ତେଲ କିଣିଛୁ କିଣିବୁ, ଏ ନିଷ୍ପତ୍ତି … ନୂଆଦିଲ୍ଲୀ,୬ା୯: ରୁଷିଆରୁ ତେଲ ନ କିଣିବା ପାଇଁ ଆମେରିକା ଭାରତ ଉପରେ ଲଗାତର ଚାପ ପକାଉଛି। ଏଥିପାଇଁ ଭାରତୀୟ ସାମଗ୍ରୀ ଉପରେ ଜରିମାନା ସ୍ବରୂପ ୨୫ ପ୍ରତିଶତ ଅତିରିକ୍ତ ଶୁଳ୍କ ମଧ୍ୟ ଲଗାଯାଇଥିଲା। ଏହା ସହିତ ଭାରତ ଉପରେ ଶୁଳ୍କ...