India Share Market

ଇରାନ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ ପରେ ଧସିଲା ସେନସେକ୍ସ, ନିଫ୍ଟି; ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି

ନୂଆଦିଲ୍ଲୀ,୧୩।୬: ଶୁକ୍ରବାର କାରବାର ଆରମ୍ଭ ହେବା ପରେ ଶେୟାର ବଜାର ସୂଚକାଙ୍କ ତଳକୁ ଖସିଛି, କାରଣ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିବା ଯୋଗୁଁ ଭୂ-ରାଜନୈତିକ…

7 months ago

ବଜେଟ୍‌ ପୂର୍ବରୁ ଚମକିଲା ଶେୟାର ମାର୍କେଟ୍‌

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ବଜେଟ ପୂର୍ବରୁ ଶେୟାର ବଜାରରେ ବୃଦ୍ଧି ଦେଖିବାକୁ ମିଳିଛି। ଷ୍ଟକ…

12 months ago

ଭାରତରେ ପଡ଼ିଲା ଆମେରିକା ପ୍ରଭାବ, ଖସିଲା ସେୟାର ବଜାର

ମୁମ଼୍ବାଇ, ୦୨।୦୮: ଆମେରିକାରେ ଚିନ୍ତାଜନକ ଦର ବୃଦ୍ଧି ଏବଂ ଏସୀୟ ବଜାରରେ ହ୍ରାସର ପ୍ରଭାବ ଭାରତରେ ପଡ଼ିଛି । ଫଳରେ ନିଫ୍ଟି ଏବଂ ସେନ୍‌ସେକ୍ସ ଶୁକ୍ରବାର ଅହେତୁକ…

1 year ago

ବଜେଟ୍‌ ପୂର୍ବରୁ ଶେୟାର ମାର୍କେଟ୍‌ରେ ରେକର୍ଡ, ୮୦ ହଜାର ଟପିଲା ସେନ୍‌ସେକ୍ସ

ମୁମ଼୍ବାଇ, ୨ା୭: ମଙ୍ଗଳବାର ଭାରତର ଶେୟାର ମାର୍କେଟ୍‌ ନୂଆ ସ୍ତରରେ ପହଞ୍ଚି ରେକର୍ଡ କରିଛି । ପ୍ରଥମଥର ପାଇଁ ବମ଼୍େବ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ…

2 years ago

ଆମେରିକା ବ୍ୟାଙ୍କର ପ୍ରଭାବ, ରେକର୍ଡ ସ୍ତରରେ ସେୟାର ମାର୍କେଟ୍‌

ମୁମ଼୍ବାଇ, ୧୩।୬: ବିଶ଼୍ବର ସବୁଠାରୁ ବୃହତ୍‌ ଅର୍ଥନୈତିକ ଦେଶ ଆମେରିକାର ଫେଡରାଲ୍‌ ରିଜର୍ଭ ବ୍ୟାଙ୍କ୍‌ ଏହାର ନୀତିଗତ ସୁଧ ହାରକୁ ନେଇ ଘୋଷଣା କରିଛି । ଏହି…

2 years ago

ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର

ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର…

2 years ago

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ ଧରଣର…

2 years ago

ବଜେଟ ପରେ ଶେୟାର ବଜାରରେ ଜବରଦସ୍ତ ଉତ୍ସାହ, ୮୦୦ ପଏଣ୍ଟକୁ ବଢ଼ିଲା, ୨୧,୯୦୦ ଅତିକ୍ରମ କଲା ନିଫ୍ଟି

ମୁମ୍ବାଇ,୨।୨: ଶୁକ୍ରବାର ଶେୟାର ବଜାର ଜବରଦସ୍ତ ଉତ୍ସାହ ସହିତ କାରବାର ଆରମ୍ଭ କରିଛି। ଉଭୟ ବେଞ୍ଚମାର୍କ ଇଣ୍ଡେକ୍ସ ସେନସେକ୍ସ ଏବଂ ନିଫ୍ଟି ଉତ୍ସାହ ସହିତ କାରବାର କରୁଛି।…

2 years ago

ଐତିହାସିକ ସ୍ତରରେ ବନ୍ଦ ହେଲା ଶେୟାର ବଜାର, ପ୍ରଥମ ଥର ୭୨,୦୦୦ ପଏଣ୍ଟ ପାର କଲା ସେନସେକ୍ସ ସୁଚକାଙ୍କ

ମୁମ୍ବାଇ,୨୭।୧୨ : ଭାରତୀୟ ଶେୟାର ବଜାରରେ ଲଗାତାର ଚତୁର୍ଥ ଦିନ ଉତ୍ସାହ ସହିତ ବୁଧବାର ସେନସେକ୍ସ ସୁଚକାଙ୍କ ସର୍ବକାଳୀନ ସ୍ତର ୭୨,୦୦୦ ପଏଣ୍ଟ ଛୁଇଁଛି ଏବଂ ନିଫ୍ଟି…

2 years ago