BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ
ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର ଏହି ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ଘୋଷଣା କରିଛି। ପ୍ରକୃତରେ…

