ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍ ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ ସୀମା ପାର କରିବାକୁ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କର ପ୍ରଥମ ପଦକ୍ଷେପ ହେଉଛି…