ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ? ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯିବ। ଭାରତୀୟ ଦଳ ପାଇଁ, ଏହି ଗସ୍ତ ବରିଷ୍ଠ…