ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ… ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ । ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ଇନିଂସରେ ୯୫ ବଲର ସାମ୍ନା...