ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ, ମୋଦି କହିଲେ… ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି।...