ମୋଦି ମୋର ବିଶ୍ୱସ୍ତ ବନ୍ଧୁ… ଭାରତକୁ ନେଇ ୧୦ ବଡ଼ କଥା କହିଦେଲେ ଟ୍ରମ୍ପ ଓ୍ବାଶିଂଟନ୍,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟ ନେତା ପରସ୍ପରର ପ୍ରଶଂସା କରିଥିଲେ। ତୃତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ...