ବିଶ୍ୱକପ୍ ଜିତିବା ସ୍ବପ୍ନ ଧୂଳିସାତ୍! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍ରୁ ବାଦ୍ ପଡ଼ିଲା ଟିମ ଇଣ୍ଡିଆ ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍ ହକି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ‘କର ବା…