ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ: ଦ୍ୱିତୀୟ ଇନିଂସରେ କେ.ଏଲ ରାହୁଲ, ଋଷଭ ପନ୍ତଙ୍କ ଦମଦାର ଶତକ ଲିଡସ୍,୨୩।୬: ହେଡିଂଲେ ଖେଳାଯାଉଥିବା ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଭାରତୀୟ ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଓ ଋଷଭ ପନ୍ତ ଦ୍ୱିତୀୟ ଇନିଂସରେ ଦମଦାର ଶତକ ହାସଲ କରି ଭାରତକୁ ମଜବୁତ ସ୍ଥିତିରେ ପହଞ୍ଚାଇଛନ୍ତି।...