Tag Archives: India vs New Zealand

ଚତୁର୍ଥ ଥର ପାଇଁ ICC ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳିବେ ଭାରତ-ନ୍ୟୁଜିଲାଣ୍ଡ, ପୁଣି ‘ଅଶୁଭ’ ନ ହେଉ ନରେନ୍ଦ୍ର ମୋଦି ଷ୍ଟାଡିୟମ

ନୂଆଦିଲ୍ଲୀ,୬।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ହେବାକୁ ଯାଉଛି। ଗୋଟିଏ ମ୍ୟାଚ ପରେ ବିଜୟୀ ଦଳ ନିର୍ଣ୍ଣୟ କରାଯିବ। ରବିବାର, ୮ ମାର୍ଚ୍ଚରେ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଭାରତ ନ୍ୟୁଜିଲ୍ୟାଣ୍ଡ ସହିତ ମୁକାବିଲା କରିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ…

୧୪ ବଲ୍‌ରେ ଅଭିଷେକଙ୍କ ଅର୍ଦ୍ଧଶତକ

ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ରେ ଭାରତୀୟ ଓପ୍‌ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍‌ରେ ୫ ଚୌକା ଓ ୪ ଛକା ବଳରେ ୫୧ ରନ୍‌ କରିଥିଲେ।…

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ ଗ୍ଲେନ ଫିଲିପ୍ସଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ…

IND vs NZ: ରାଜକୋଟରେ ନ୍ୟୁଜିଲାଣ୍ଡ ରାଜ୍, ଭାରତଠୁ ବିଜୟ ଛଡ଼ାଇ ନେଲେ ୟଙ୍ଗ-ମିଚେଲ

ନୂଆଦିଲ୍ଲୀ,୧୪।୧: ରାଜକୋଟ ଗ୍ରାଉଣ୍ଡ ପୁଣିଥରେ ଟିମ୍ ଇଣ୍ଡିଆ ପାଇଁ ଦୁର୍ଭାଗ୍ୟଜନକ ସାବ୍ୟସ୍ତ ହେଲା। ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଟିମ୍ ଇଣ୍ଡିଆର ଏକ ବଡ଼ ପରାଜୟ ହୋଇଛି । ୨୮୪ ରନ୍ କରିଥିବା ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡ ଠାରୁ ଏକପାଖିଆ ଭାବରେ…

ଶତକ ମାରିବା ପରେ ବ୍ୟାଟ୍‌ ଉଠାଇ ସିଟି ମାରିଲେ କେ ଏଲ୍‌ ରାହୁଲ? ସେଲିବ୍ରେଶନ ପଛର କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୪।୧: ଯେତେବେଳେ ଟିମ ଇଣ୍ଡିଆ ବ୍ୟାକଫୁଟ୍‌ରେ ଥାଏ ଅର୍ଥାତ ରୋହିତ ଶର୍ମା, ଶୁଭମନ ଗିଲ, ବିରାଟ କୋହଲି ଓ ଶ୍ରେୟସ ଅୟରଙ୍କ ଭଳି ବଡ଼ ବଡ଼ ବ୍ୟାଟ୍ସମ୍ୟାନ ନିରାଶ କରନ୍ତି, ସେହି ସମୟରେ ଏକମାତ୍ର ଖେଳାଳି ଯିଏକି ବାରମ୍ବାର କମାଲ କରି…

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୩୦୧ ରନ୍‌ର ଟାର୍ଗେଟକୁ ଭାରତ ୪୯ ଓଭରରେ ୬ ଉଇକେଟ ହରାଇ…

ଦଳକୁ ବିଶ୍ୱବିଜୟୀ କରିବା ପରେ ସଫଳତାର ରାଜ୍‌ ଖୋଲିଲେ ରୋହିତ ଶର୍ମା

ଦୁବାଇ,୧୦।୩: ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍‌ରେ ୨୫୨ ରନ୍‌ର ପିଛା କରି ଭାରତ ୪ ଉଇକେଟ୍‌ରେ ଏକ ଚମତ୍କାର ବିଜୟ ହାସଲ କରିଛି। ଟିମ ଇଣ୍ଡିଆ ତୃତୀୟ ଥର ପାଇଁ ଆଇସିସି ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଲା। ରୋହିତ ଶର୍ମା ୭୬…

ରବିବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ,୮।୩: ଟିମ ଇଣ୍ଡିଆ ରବିବାର ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଖେଳିବ। ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ପ୍ରଶଂସକମାନେ ଘରେ ବସି ଏହି ମ୍ୟାଚ ଦେଖିପାରିବେ। ସେମାନେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ…

ଦିନିକିଆ କ୍ରିକେଟ୍‌ରେ ପ୍ରଥମଥର ଘଟିଲା ଏମିତି…୨ ବୋଲର୍‌ କଲେ ବଡ଼ କୀର୍ତ୍ତିମାନ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ୨ ମାର୍ଚ୍ଚରେ ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ମୁହାଁମୁହିଁ ହେବେ। ଯଦିଓ ଉଭୟ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିଲେ, କିନ୍ତୁ ଏହି ମ୍ୟାଚ୍‌ରେ ଫଳାଫଳ ସ୍ପଷ୍ଟ କରିଦେଇଛି ସେମିଫାଇନାଲରେ କେଉଁ ଦଳ କାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri