IND VS PAK: ଭାରତ-ପାକ୍ ମ୍ୟାଚ୍ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍ଆଉଟ୍ରେ… କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର ରୋମାଞ୍ଚ ପୂର୍ବରୁ ଏଠାରେ ‘ସାପ’କୁ ନେଇ ଆତଙ୍କ ଦେଖାଦେଇଛି। ପୁଣିଥରେ ଷ୍ଟାଡିୟମରେ ଏକ…