ICCର ବଡ଼ ଘୋଷଣା: ନେପାଳରେ ଖେଳାଯିବ ବିଶ୍ୱକପ୍…
ନୂଆଦିଲ୍ଲୀ,୭।୧୧: ୨୦୨୭ ଆଇସିସି ପୁରୁଷ ଦିନିକିଆ ବିଶ୍ୱକପକୁ ନେଇ ବଡ଼ ଘୋଷଣା କରିଛି ଆଇସିସି। ଆସନ୍ତା ଡିସେମ୍ବର ୪ରୁ ନେପାଳରେ ଆରମ୍ଭ ହେବ ୱାଲର୍ଡ କପ କ୍ୱାଲିଫାୟର ପ୍ଲେଅଫ। ଏହି ପ୍ରତିଯୋଗିତାରେ ମୋଟ ୮ଟି ଦଳ ଭାଗ ନେବେ। ୨୦୨୭ ବିଶ୍ୱକପ୍ର…
ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମହାମୁକାବିଲା: ପ୍ରତିଶୋଧ ନେବେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୨।୧୧:ଆଗାମୀ ଏସିସି ରାଇଜିଂ ଷ୍ଟାର୍ସ ଏସିଆ କପ ପାଇଁ ଇଣ୍ଡିଆ-ଏ ଦଳ ଘୋଷଣା କରିଛି ବିସିସିଆଇ। ଦଳର ନେତୃତ୍ୱ ଭାର ତିଳକ ବର୍ମାଙ୍କୁ ଦିଆଯାଇଥିବା ବେଳେ ରଜତ ପଟିଦାରଙ୍କୁ ଉପଅଧିନାୟକ ନିଯୁକ୍ତ କରାଯାଇଛି। ଅଭିଷେକ ଶର୍ମା ଓ ଯୁବ ବ୍ୟାଟର ବୈଭବ…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ ମ୍ୟାଚ୍ରେ ଯେଉଁ ଟିମ୍ ବିଜୟୀ ହେବ, ସେହି ଦଳ ସ୍ୱର୍ଣ୍ଣ ପଦକ ହାସଲ…
ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…
ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ ପୁଣିଥରେ ମୁହାଁମୁହିଁ ହେବେ। ସେମିଫାଇନାଲରେ ବାଂଲାଦେଶକୁ ୬ ଉଇକେଟ୍ରେ ହରାଇ ପାକିସ୍ତାନ ଫାଇନାଲ…
ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ
ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ସ୍ବର୍ଣ୍ଣ ପଦକ ପାଇଁ ଏହି ଦୁଇ ଦଳ ମଧ୍ୟରେ ଫାଇନାଲ…
ଟି-୨୦ ବିଶ୍ୱକପ୍ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କ’ଣ ରହିଛି ସମୀକରଣ
ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନ୍ରେ ଏକ ବିରାଟ ବିଜୟ ହାସଲ କରିଥିଲା। ଯଦିଓ ଲିଗ ପର୍ଯ୍ୟାୟରେ ଭାରତ-ପାକିସ୍ତାନ…
ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍ରେ ବିସ୍ଫୋରକ ଅର୍ଦ୍ଧଶତକ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର ୨୭ ବଲ୍ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରି ଭାରତକୁ ଏକ ଦୃଢ ସ୍ଥିତିରେ…
ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍ ଦେଲେ ପାକିସ୍ତାନ ଅଧିନାୟକ
କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଟିମ ଇଣ୍ଡିଆ କଲମ୍ବୋରେ ପହଞ୍ଚିଛି। ମ୍ୟାଚ ପୂର୍ବରୁ ଶନିବାର ଏକ ସାମ୍ବାଦିକ…
ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!
ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ କଲମ୍ବୋରେ 2026 T20 World Cupରେ ପରସ୍ପର ସହିତ ମୁହାଁମୁହିଁ ହେବାର କାର୍ଯ୍ୟକ୍ରମ…
ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍ବି
ଇସଲାମାବାଦ୍,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା ଏବେ ଏକ ନୂତନ ବିତର୍କ ସୃଷ୍ଟି କରିଛି। ପାକିସ୍ତାନ ଫେବୃଆରୀ ୯ରେ ଭାରତ…
ପାକିସ୍ତାନର ନାହିଁ ଦମ୍! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ
ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ ସରକାରଙ୍କ ମଧ୍ୟରେ ୧୦ ଦିନର ନାଟକୀୟତା ଶେଷ ହୋଇଛି। PCB ICC ନିକଟରେ…
ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ
ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। କିଛି ଦିନର ନାଟକୀୟତା ପରେ, ପାକିସ୍ତାନ କହିଛି ଯେ…

