ଖେଳାଳିଙ୍କ ଉପରେ ଟଙ୍କା ବର୍ଷା କଲା ବିସିସିଆଇ
ନୂଆଦିଲ୍ଲୀ,୩।୧: ଭାରତ ୧୯ ବର୍ଷରୁ କମ ମହିଳା ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୯ ଉଇକେଟରେ ପରାସ୍ତ କରି ଟିମ ଇଣ୍ଡିଆ ଇତିହାସ ରଚିଛି। ପ୍ରାୟ ୭ ମାସ ପୂର୍ବେ, ଭାରତର ପୁରୁଷ ସିନିୟର ଦଳ...
ଜିତିବା ସତ୍ତ୍ୱେ ବି ରାଗିଗଲେ ରୋହିତ ଶର୍ମା: କହିଦେଲେ ଏମିତି କଥା
କେପଟାଉନ,୫।୧: କେପଟାଉନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟ ମ୍ୟାଚ ଦେଢ ଦିନରେ ଶେଷ ହୋଇଥିଲା। ଏହି ମ୍ୟାଚ୍ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ଛୋଟ ମ୍ୟାଚ୍ ମ୍ୟାଚ ଥିଲା।...
ପଡ଼ିଆରେ ହାତ ଯୋଡିଲେ ବିରାଟ କୋହଲି: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୪।୧: ଟିମ ଇଣ୍ଡିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପଟାଉନ ଟେଷ୍ଟରେ ୪୬ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଏହି ମ୍ୟାଚ ସମୟରେ କୋହଲି ହାତ ଯୋଡୁ ଥିବାର ଦେଖାଯାଇଛି।...
ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦକ୍ଷିଣ ଆଫ୍ରିକାର ବଢିଲା ସମସ୍ୟା: ଅଧିନାୟକ ପଡ଼ିଲେ ବାଦ୍
ସେଞ୍ଚୁରିଅନ୍,୨୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇଟି ମ୍ୟାଚ ଟେଷ୍ଟ ସିରିଜ ଖେଳାଯାଉଛି। ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ସେଞ୍ଚୁରିଅନରେ ଖେଳାଯାଇଥିବା ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଗୋଟିଏ ଇନିଂସ ଏବଂ ୩୨...
ଟସ ଜିତିଲା ଦକ୍ଷିଣ ଆଫ୍ରିକା: ଡେବ୍ୟୁ କରୁଛନ୍ତି ପ୍ରସିଦ୍ଧ କ୍ରିଷ୍ଣା
ସେଞ୍ଚୁରିଅନ୍,୨୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ସେଞ୍ଚୁରିଅନର ସୁପରପୋର୍ଟ ପାର୍କରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚର ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକାର...
ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର: ଦଳରେ ଯୋଗ ଦେଲେ ଏହି ଖେଳାଳି
ସେଞ୍ଚୁରିଅନ୍,୨୫।୧୨: ଭାରତୀୟ ଦଳ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦୁଇଟି ଟେଷ୍ଟ ସିରିଜ ଖେଳିବ। ପ୍ରଥମ ଟେଷ୍ଟ ମ୍ୟାଚ ୨୬ ଡିସେମ୍ବରରେ ଖେଳାଯିବ। ଭାରତୀୟ ଦଳ ଆଜି ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ମାଟିରେ ଟେଷ୍ଟ ସିରିଜ ଜିତି...
ମହାରେକର୍ଡ ଲକ୍ଷ୍ୟରେ ବିରାଟ କୋହଲି
ସେଞ୍ଚୁରିଅନ,୨୫।୧୨: ୨୦୨୩ ବର୍ଷର ଶେଷ ମ୍ୟାଚ ଖେଳିବାକୁ ଟିମ ଇଣ୍ଡିଆ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୨୬ ଡିସେମ୍ବରରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ପାଇଁ...
ଖୁସିରେ ଗଦଗଦ ହେଲେ ସୂର୍ଯ୍ୟକୁମାର
ନୂଆଦିଲ୍ଲୀ,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚରେ ଭାରତ ବିଜୟ ହାସଲ କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱ କରିଥିବା ଭାରତୀୟ ଦଳ ଜିତି ସିରିଜକୁ ୧-୧ରେ ଡ୍ର କରିଥିଲା। ଭାରତର ଏହି ବିଜୟରେ କ୍ୟାପଟେନ ସୂର୍ଯ୍ୟକୁମାର...
ଟିମ୍ ଇଣ୍ଡିଆର ଅଡ଼ୁଆ ବଢିପାରେ
ଡର୍ବାନ, ୧୧ା୧୨: ବର୍ଷା ଯୋଗୁ ଡର୍ବାନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ବାତିଲ ହୋଇଛି। ପ୍ରଥମ ଟି-୨୦ ରଦ୍ଦ ହେବା ଭାରତ ପାଇଁ ଏକ ବଡ ସମସ୍ୟା ହୋଇପାରେ। କାରଣ ବର୍ତ୍ତମାନ ୨୦୨୪ରେ ଖେଳାଯିବାକୁ ଥିବା...
Archives


