Tag Archives: india vs south africa

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ମହିଳା ବିଶ୍ୱକପ୍‌ ଇତିହାସରେ ଏହା ଭାରତ ପାଇଁ ସର୍ବବୃହତ୍‌…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି। ଏହି ପରାଜୟ ଯୋଗୁ ଗତ ସଂସ୍କରଣରୁ ଅପରାଜେୟ ଥିବା ଭାରତୀୟ ଦଳର ବିଜୟ…

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୁ ସାମସନଙ୍କୁ ମନୋନୀତ କରାଯାଇଛି। ରିପୋର୍ଟ ଅନୁଯାୟୀ, ମଙ୍ଗଳବାର…

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ ।…

ଖେଳାଳିଙ୍କ ଉପରେ ଟଙ୍କା ବର୍ଷା କଲା ବିସିସିଆଇ

ନୂଆଦିଲ୍ଲୀ,୩।୧: ଭାରତ ୧୯ ବର୍ଷରୁ କମ ମହିଳା ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୯ ଉଇକେଟରେ ପରାସ୍ତ କରି ଟିମ ଇଣ୍ଡିଆ ଇତିହାସ ରଚିଛି। ପ୍ରାୟ ୭ ମାସ ପୂର୍ବେ, ଭାରତର ପୁରୁଷ ସିନିୟର ଦଳ ୨୦୨୪…

ଜିତିବା ସତ୍ତ୍ୱେ ବି ରାଗିଗଲେ ରୋହିତ ଶର୍ମା: କହିଦେଲେ ଏମିତି କଥା

କେପଟାଉନ,୫।୧: କେପଟାଉନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟ ମ୍ୟାଚ ଦେଢ ଦିନରେ ଶେଷ ହୋଇଥିଲା। ଏହି ମ୍ୟାଚ୍‌ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ଛୋଟ ମ୍ୟାଚ୍‌ ମ୍ୟାଚ ଥିଲା। ଭାରତ…

ପଡ଼ିଆରେ ହାତ ଯୋଡିଲେ ବିରାଟ କୋହଲି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୪।୧: ଟିମ ଇଣ୍ଡିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପଟାଉନ ଟେଷ୍ଟରେ ୪୬ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଏହି ମ୍ୟାଚ ସମୟରେ କୋହଲି ହାତ ଯୋଡୁ ଥିବାର ଦେଖାଯାଇଛି। ତାଙ୍କର…

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦକ୍ଷିଣ ଆଫ୍ରିକାର ବଢିଲା ସମସ୍ୟା: ଅଧିନାୟକ ପଡ଼ିଲେ ବାଦ୍‌

ସେଞ୍ଚୁରିଅନ୍‌,୨୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇଟି ମ୍ୟାଚ ଟେଷ୍ଟ ସିରିଜ ଖେଳାଯାଉଛି। ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ସେଞ୍ଚୁରିଅନରେ ଖେଳାଯାଇଥିବା ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଗୋଟିଏ ଇନିଂସ ଏବଂ ୩୨ ରନରେ…

ଟସ ଜିତିଲା ଦକ୍ଷିଣ ଆଫ୍ରିକା: ଡେବ୍ୟୁ କରୁଛନ୍ତି ପ୍ରସିଦ୍ଧ କ୍ରିଷ୍ଣା

ସେଞ୍ଚୁରିଅନ୍‌,୨୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ସେଞ୍ଚୁରିଅନର ସୁପରପୋର୍ଟ ପାର୍କରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚର ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକାର ଅଧିନାୟକ…

ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର: ଦଳରେ ଯୋଗ ଦେଲେ ଏହି ଖେଳାଳି

ସେଞ୍ଚୁରିଅନ୍‌,୨୫।୧୨: ଭାରତୀୟ ଦଳ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦୁଇଟି ଟେଷ୍ଟ ସିରିଜ ଖେଳିବ। ପ୍ରଥମ ଟେଷ୍ଟ ମ୍ୟାଚ ୨୬ ଡିସେମ୍ବରରେ ଖେଳାଯିବ। ଭାରତୀୟ ଦଳ ଆଜି ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ମାଟିରେ ଟେଷ୍ଟ ସିରିଜ ଜିତି ନାହିଁ।…

ମହାରେକର୍ଡ ଲକ୍ଷ୍ୟରେ ବିରାଟ କୋହଲି

ସେଞ୍ଚୁରିଅନ,୨୫।୧୨: ୨୦୨୩ ବର୍ଷର ଶେଷ ମ୍ୟାଚ ଖେଳିବାକୁ ଟିମ ଇଣ୍ଡିଆ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୨୬ ଡିସେମ୍ବରରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ପାଇଁ ଟିମ…

ଖୁସିରେ ଗଦଗଦ ହେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚରେ ଭାରତ ବିଜୟ ହାସଲ କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱ କରିଥିବା ଭାରତୀୟ ଦଳ ଜିତି ସିରିଜକୁ ୧-୧ରେ ଡ୍ର କରିଥିଲା। ଭାରତର ଏହି ବିଜୟରେ କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri