T୨୦ ବିଶ୍ୱକପ୍ ଫାଇନାଲ ଜିତିବା ଟିମ୍ ହେବ ମାଲାମାଲ, ମିଳିବ ଏତିକି କୋଟି ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ର ବିଜେତା ଦଳ…