ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍ ଆଗୁଆ
ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୧୪ ରନରେ ଓ୍ବେଷ୍ଟଇଣ୍ଡିଜ୍କୁ ପରାସ୍ତ କରିଛି। ଏହି ବିଜୟ ସହ ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ…

