ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍ ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ…