ଓ୍ବେଷ୍ଟଇଣ୍ଡିଜ୍କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍ର ଅନ୍ତିମ ସୁପର-୮ ମ୍ୟାଚ୍କୁ ଭାରତ ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ…