ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ଭାବେ ଶ୍ରେୟସ ଆୟାରଙ୍କ ଲାଗି ଏହା ପ୍ରଥମ ବିଜୟ। ମ୍ୟାଚ୍ରେ ସୂର୍ଯ୍ୟବଂଶୀ…