ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍ ବିଜୟୀ ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…