ଦମ୍ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍ ଇଣ୍ଡିଆ ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ କବଜା କରିଛି। ଭାରତ ଆଗରେ ବିଜୟ ପାଇଁ...