ଲଞ୍ଚ ପ୍ୟାଡ ଚିହ୍ନଟ କଲା ଭାରତ, ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ: ରିପୋର୍ଟ ନୂଆଦିଲ୍ଲୀ,୨୮।୪: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଲଞ୍ଚ ପ୍ୟାଡ ଉପରେ ଭାରତୀୟ ସୁରକ୍ଷା ବାହିନୀ ତୀକ୍ଷ୍ଣ ନଜର ରଖିଛି। ଗୋଇନ୍ଦା ରିପୋର୍ଟ ଅନୁଯାୟୀ, ପାକିସ୍ତାନ ନିୟନ୍ତ୍ରିତ ଅଞ୍ଚଳରେ ଆତଙ୍କବାଦୀମାନେ ବଙ୍କରରେ ଲୁଚି ଭାରତ ବିରୋଧରେ ଆକ୍ରମଣର ଯୋଜନା...