India

ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି।…

2 years ago

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮…

2 years ago

ଭାରତ ଗସ୍ତରେ ଆସିଥିବା ଜାମାଇକା ପ୍ରଧାନମନ୍ତ୍ରୀ ହଟହଟା, ସୁରକ୍ଷା ଅଭାବରୁ…

ନୂଆଦିଲ୍ଲୀ,୩ା୧୦: ଭାରତ ଗସ୍ତରେ ଆସିଥିବା ଜାମାଇକାର ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ତାଙ୍କୁ ଭାରତ ସଂସଦ ଯିବାରେ ଅସୁବିଧାର ସମ୍ମୁଖୀନ…

2 years ago

ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

2 years ago

ସେନାକୁ ମିଳିବ ଶକ୍ତି: ପାକ୍‌ ସୀମାରେ ବୁଲେଟ୍‌ପ୍ରୁଫ୍‌ ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍‌ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା…

2 years ago

ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍‌ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ

ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର…

2 years ago

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ହରାଇଲା ଭାରତ

ହୁଲୁନ୍‌ବୁଇର(ଚାଇନା), ୮ା୯: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ଏଠାରେ ରବିବାର ଖେଳାଯାଇଥିବା ଏକ ମ୍ୟାଚରେ ଗତଥରର ଚାମ୍ପିୟନ ଭାରତୀୟ ପୁରୁଷ ଦଳ ୩-୦ ଗୋଲ୍‌ରେ ଆୟୋଜକ…

2 years ago

ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତର ଚମତ୍କାର ପ୍ରଦର୍ଶନ … ୨୯ଟି ପଦକ ସହିତ ସରିଲା ଅଭିଯାନ

ନୂଆଦିଲ୍ଲୀ,୮।୯: ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ ରେ ଭାରତର ଯାତ୍ରା ଶେଷ ହୋଇଛି। ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତର ଖେଳାଳିମାନେ ଅତ୍ୟନ୍ତ ଭଲ ପ୍ରଦର୍ଶନ କରିଛନ୍ତି। ଏଥର ଭାରତ ମୋଟ…

2 years ago

GDP ଅଭିବୃଦ୍ଧିରେ ହ୍ରାସ: ଏପ୍ରିଲ-ଜୁନ୍ ତ୍ରୈମାସରେ ଧିମା ହେଲା ଅର୍ଥନୀତିର ଗତି

ନୂଆଦିଲ୍ଲୀ,୩୦।୮: ଦେଶର ଅର୍ଥନୀତି ପାଇଁ ଆସିଛି ଖରାପ ଖବର। ଭାରତର ଜିଡିପି ଅଭିବୃଦ୍ଧି ହ୍ରାସ ପାଇଛି। ଗତ ପାଞ୍ଚ ତ୍ରୈମାସିକ ତୁଳନାରେ ଭାରତର ଜିଡିପି ଅଭିବୃଦ୍ଧି ସର୍ବନିମ୍ନ…

2 years ago

ମୋଦିଙ୍କ ଗସ୍ତ ପରେ ଅଟକି ଯିବ ୟୁକ୍ରେନ-ରୁଷ ଯୁଦ୍ଧ! ଆଶା ପ୍ରକଟ କଲା ଜାତିସଂଘ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ୟୁକ୍ରେନ-ରୁଷ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ସମାପ୍ତ କରିବାରେ ସହାୟକ ହେବ ବୋଲି ଆଶା ପ୍ରକଟ କରିଛନ୍ତି ଜାତିସଂଘର ମହାସଚିବ ଆଣ୍ଟୋନିଓ…

2 years ago

ମୋଦିଙ୍କୁ ଦେଖି ଭାବବିହ୍ଵଳ ହେଲେ ୟୁକ୍ରେନ ରାଷ୍ଟ୍ରପତି: ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ପୋଲାଣ୍ଡରୁ ସିଧା ଟ୍ରେନ୍ ଯୋଗେ ସେ କିଭରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ…

2 years ago

ସେପ୍ଟେମ୍ବରରୁ ଆରମ୍ଭ ହୋଇପାରେ ଜନଗଣନା

ନୂଆଦିଲ୍ଲୀ,୨୨ା୮: ଭାରତର ବହୁ ବିଳମ୍ବିତ ଜନଗଣନା ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହୋଇପାରେ। ସରକାରୀ ସୂତ୍ରକୁ ଉଦ୍ଧାର କରି ଏକ ଅନ୍ତର୍ଜାତୀୟ ଗଣମାଧ୍ୟମ ଏହା ପ୍ରକାଶ କରିଛି। ଜନଗଣନା…

2 years ago