ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ ଏକ ଦଶନ୍ଧି ଧରି ରାଜପଥ ନିର୍ମାଣ କ୍ଷେତ୍ରରୁ…
ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର ତିନୋଟି ମ୍ୟାଚ୍ ଜିତି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଥିବା ବେଳେ…
ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ
କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି…
ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଶେଷ ଆଡ଼କୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ଶିବମ ଦୁବେଙ୍କ ଉପଯୋଗୀ ପାଳି…
ତାରିକ ରହମାନଙ୍କ ବିଜୟ ପରେ ଭାରତ ଉପରେ କ’ଣ ପଡିବ ଏହାର ପ୍ରଭାବ? ଯଦି ଜମାତ ବିଜୟୀ ହୋଇଥାଆନ୍ତା…
ଢାକା,୧୩।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ଗୁରୁବାର, ଫେବୃଆରୀ ୧୨ରେ ବାଂଲାଦେଶରେ ଅନୁଷ୍ଠିତ ଐତିହାସିକ ସାଧାରଣ ନିର୍ବାଚନରେ ଏକ ବଡ଼ ବିଜୟ ପାଇଁ ପ୍ରସ୍ତୁତ। ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନଙ୍କ ନେତୃତ୍ୱରେ BNP ନିର୍ବାଚନ ଳଢିଥିଲା। ରିପୋର୍ଟ…
ନାମ୍ବିୟାକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ
ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମ୍ବିୟାକୁ ୯୩ ରନର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଟି୨୦ ବିଶ୍ୱକପ ଇତିହାସରେ…
ସଞ୍ଜୁ ସାମସନଙ୍କ ଧୂଆଁଧାର ବିଶ୍ୱକପ ପଦାର୍ପଣ, ଦ୍ୱିତୀୟ ବୟସ୍କ ଭାରତୀୟ ଭାବେ ରେକର୍ଡ
ନୂଆଦିଲ୍ଲୀ,୧୨।୨: ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଟି୨୦ ବିଶ୍ୱକପରେ ପଦାର୍ପଣ କରିଛନ୍ତି ୱିକେଟ କିପର ବ୍ୟାଟର ସଞ୍ଜୁ ସାମସନ। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ନାମିବିଆ ବିପକ୍ଷ ମ୍ୟାଚରେ ସଞ୍ଜୁଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଛି। ପେଟରେ…
FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ
ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି। ଭାରତ ପକ୍ଷରୁ ଶିଳାନନ୍ଦ ଲାକ୍ରା ଏକମାତ୍ର ଗୋଲ୍ ଦେଇଥିବା ବେଳେ ବେଲଜିୟମର ଆକ୍ରମଣାତ୍ମକ…
ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା
ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି ଓ ରୋମାଞ୍ଚଭରା ମୁଡ୍ରେ ଥିବାବେଳେ, ଅନ୍ୟପଟେ ୱିକେଟକିପର ବ୍ୟାଟର ସଞ୍ଜୁ ସାମସନ ନିଜ…
ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ ଏହାର ସରକାରୀ ତଥ୍ୟପତ୍ରକୁ ସଂଶୋଧନ କରିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନୂତନ…
ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ
ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ ୯, ୨୦୨୬), ଟ୍ରମ୍ପଙ୍କ ରିପବ୍ଲିକାନ ପାର୍ଟିର ସଦସ୍ୟ କଂଗ୍ରେସମ୍ୟାନ ଗ୍ରେଗ ଷ୍ଟିଉବ ବିଦେଶୀ…
ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି
ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ (PCB)କୁ କିଛି ଗୁପ୍ତ ସୁବିଧା ବା ‘କନସେସନ’ ଦେବାକୁ ପ୍ରତିଶ୍ରୁତି ଦେବା ପରେ…

