Tag Archives: India

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ ପରସ୍ପର ବିରୋଧୀ ସ୍ଥିତିରେ ଥିବା ବେଳେ, ସହ-ଆୟୋଜକ ଶ୍ରୀଲଙ୍କା ଚୁପ ରହିଛି। ତଥାପି,…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର ପ୍ରାଧିକରଣ (BEZA) ବୋର୍ଡର ଏକ ଉଚ୍ଚସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି,…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ଚୁକ୍ତି: ହେବ ନିବେଶର ବନ୍ୟା, ବଢିବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ସ୍ଵାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି। ଏହାଦ୍ୱାରା ଭାରତୀୟ ଅର୍ଥବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏନେକି ଅନେକ ଆକଳନ କରାଯାଉଥିବା ବେଳେ ବଡ ଅର୍ଥନୈତିକ ପରିବର୍ତ୍ତନ ଆଶା କରାଯାଉଛି।…

ଭାରତ-EU ମଧ୍ୟରେ ‘Mother of All Deals’, ଜାଣନ୍ତୁ କେଉଁ ଜିନିଷ ହେବ ଶସ୍ତା

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ସ୍ବାକ୍ଷରିତ ହୋଇଛି। ଉଭୟ ପକ୍ଷ ୨୦୦୭ମସିହାରୁ ଏଥିପାଇଁ ଆଲୋଚନା କରିଆସୁଛନ୍ତି। ବର୍ତ୍ତମାନ, ୧୮ ବର୍ଷ ପରେ, ଏହି ପ୍ରୟାସ ସଫଳ ହୋଇଛି। ଏହା ୟୁରୋପୀୟ ସଂଘରୁ…

ପାକିସ୍ତାନକୁ ପୁଣି ଶୁଣାଇଲା ଭାରତ, କହିଲା ‘ଆମ ଦେଶକୁ କ୍ଷତି ପହଞ୍ଚାଇବା ଏକମାତ୍ର ଏଜେଣ୍ଡା…’

ନୂଆଦିଲ୍ଲୀ,୨୭।୧: ପାକିସ୍ତାନକୁ ପୁଣିଥରେ ଜାତିସଂଘରେ ଝଟକା ଲାଗିଛି। ଭାରତୀୟ ରାଷ୍ଟ୍ରଦୂତ ଜାତିସଂଘ ମଞ୍ଚରୁ ପାକିସ୍ତାନକୁ କଟାକ୍ଷ କରିଛନ୍ତି। ଏହି ସମୟରେ ସେ ଅପରେଶନ ସିନ୍ଦୂର, ଜମ୍ମୁ କଶ୍ମୀର, ଆତଙ୍କବାଦ ଏବଂ ୨୭ତମ ସଂଶୋଧନ ବିଷୟରେ ମିଥ୍ୟା ପ୍ରଚାର ପାଇଁ ପାକିସ୍ତାନକୁ କଡ଼ା…

IND vs NZ 2nd T20I: ପାଓ୍ବାରପ୍ଲେରେ ଦମ ଦେଖାଇଲା ଇଣ୍ଡିଆ, ଦୋହଲିଗଲା ୧୯ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୫।୧: ରାୟପୁରର ଶହୀଦ ବୀର ନାରାୟଣ ସିଂହ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ, ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ପାୱାରପ୍ଲେରେ ଏକ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରିଥିଲା। ଭାରତ ପ୍ରଥମ ଛଅ ଓଭରରେ ୨ ୱିକେଟ ହରାଇ…

ଭାରତର ଖୁବ୍‌ ପ୍ରଶଂସା କଲେ ପାକିସ୍ତାନୀ ମୌଲବି

ଇସଲାମାବାଦ,୨୪।୧: ପାକିସ୍ତାନର ମୌଲାନା ମହମ୍ମଦ ଅଲି ମିର୍ଜା ଆଜିକାଲି ପାକିସ୍ତାନ ସରକାରଙ୍କ ବିରୋଧରେ କହୁଛନ୍ତି। କିନ୍ତୁ ଏଥର, ସେ ପାକିସ୍ତାନକୁ କଟାକ୍ଷ କରି ଯାହା କହିଛନ୍ତି, ତାହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଶୁଣିବା ଉଚିତ। ମୌଲାନା ମହମ୍ମଦ ଅଲି ମିର୍ଜା ଭାରତର…

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ ଭାରତ, ନ୍ୟୁଜିଲାଣ୍ଡ ବିପକ୍ଷରେ ୭ ଉଇକେଟ୍ ହରାଇ ୨୩୮ ରନ୍‌ର ଏକ ବିଶାଳ ସ୍କୋର…

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପ ବାଂଲାଦେଶର ସଂସଦୀୟ ନିର୍ବାଚନର ମାତ୍ର ସପ୍ତାହ ପୂର୍ବରୁ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?