Tag Archives: India

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ଚୁକ୍ତି: ହେବ ନିବେଶର ବନ୍ୟା, ବଢିବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ସ୍ଵାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି। ଏହାଦ୍ୱାରା ଭାରତୀୟ ଅର୍ଥବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏନେକି ଅନେକ ଆକଳନ କରାଯାଉଥିବା ବେଳେ ବଡ ଅର୍ଥନୈତିକ ପରିବର୍ତ୍ତନ ଆଶା କରାଯାଉଛି।…

ଭାରତ-EU ମଧ୍ୟରେ ‘Mother of All Deals’, ଜାଣନ୍ତୁ କେଉଁ ଜିନିଷ ହେବ ଶସ୍ତା

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ସ୍ବାକ୍ଷରିତ ହୋଇଛି। ଉଭୟ ପକ୍ଷ ୨୦୦୭ମସିହାରୁ ଏଥିପାଇଁ ଆଲୋଚନା କରିଆସୁଛନ୍ତି। ବର୍ତ୍ତମାନ, ୧୮ ବର୍ଷ ପରେ, ଏହି ପ୍ରୟାସ ସଫଳ ହୋଇଛି। ଏହା ୟୁରୋପୀୟ ସଂଘରୁ…

ପାକିସ୍ତାନକୁ ପୁଣି ଶୁଣାଇଲା ଭାରତ, କହିଲା ‘ଆମ ଦେଶକୁ କ୍ଷତି ପହଞ୍ଚାଇବା ଏକମାତ୍ର ଏଜେଣ୍ଡା…’

ନୂଆଦିଲ୍ଲୀ,୨୭।୧: ପାକିସ୍ତାନକୁ ପୁଣିଥରେ ଜାତିସଂଘରେ ଝଟକା ଲାଗିଛି। ଭାରତୀୟ ରାଷ୍ଟ୍ରଦୂତ ଜାତିସଂଘ ମଞ୍ଚରୁ ପାକିସ୍ତାନକୁ କଟାକ୍ଷ କରିଛନ୍ତି। ଏହି ସମୟରେ ସେ ଅପରେଶନ ସିନ୍ଦୂର, ଜମ୍ମୁ କଶ୍ମୀର, ଆତଙ୍କବାଦ ଏବଂ ୨୭ତମ ସଂଶୋଧନ ବିଷୟରେ ମିଥ୍ୟା ପ୍ରଚାର ପାଇଁ ପାକିସ୍ତାନକୁ କଡ଼ା…

IND vs NZ 2nd T20I: ପାଓ୍ବାରପ୍ଲେରେ ଦମ ଦେଖାଇଲା ଇଣ୍ଡିଆ, ଦୋହଲିଗଲା ୧୯ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୫।୧: ରାୟପୁରର ଶହୀଦ ବୀର ନାରାୟଣ ସିଂହ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ, ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ପାୱାରପ୍ଲେରେ ଏକ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରିଥିଲା। ଭାରତ ପ୍ରଥମ ଛଅ ଓଭରରେ ୨ ୱିକେଟ ହରାଇ…

ଭାରତର ଖୁବ୍‌ ପ୍ରଶଂସା କଲେ ପାକିସ୍ତାନୀ ମୌଲବି

ଇସଲାମାବାଦ,୨୪।୧: ପାକିସ୍ତାନର ମୌଲାନା ମହମ୍ମଦ ଅଲି ମିର୍ଜା ଆଜିକାଲି ପାକିସ୍ତାନ ସରକାରଙ୍କ ବିରୋଧରେ କହୁଛନ୍ତି। କିନ୍ତୁ ଏଥର, ସେ ପାକିସ୍ତାନକୁ କଟାକ୍ଷ କରି ଯାହା କହିଛନ୍ତି, ତାହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଶୁଣିବା ଉଚିତ। ମୌଲାନା ମହମ୍ମଦ ଅଲି ମିର୍ଜା ଭାରତର…

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ ଭାରତ, ନ୍ୟୁଜିଲାଣ୍ଡ ବିପକ୍ଷରେ ୭ ଉଇକେଟ୍ ହରାଇ ୨୩୮ ରନ୍‌ର ଏକ ବିଶାଳ ସ୍କୋର…

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପ ବାଂଲାଦେଶର ସଂସଦୀୟ ନିର୍ବାଚନର ମାତ୍ର ସପ୍ତାହ ପୂର୍ବରୁ ନିଆଯାଇଛି।…

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ ଲମ୍ବା ରେଞ୍ଜ ଆଣ୍ଟି-ଶିପ୍‌ ହାଇପରସୋନିକ ଗ୍ଲାଇଡ ମିଶାଇଲ…

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬ ଅନୁଯାୟୀ, ବିଶ୍ୱର ୧୫୪ଟି ଦେଶ ମଧ୍ୟରେ ଭାରତ ୧୬ତମ ସ୍ଥାନ ଅଧିକାର କରିଛି। ଏହି…

ଗାଜା ଶାନ୍ତି ପ୍ରକ୍ରିୟାରେ ସାମିଲ ହେବ ଭାରତ! ନିମନ୍ତ୍ରଣ କଲେ ଟ୍ରମ୍ପ

ନୂଆଦିଲ୍ଲୀ,୧୮ା୧: ଯୁଦ୍ଧବିଧ୍ୱସ୍ତ ଗାଜାର ପୁନର୍ଗଠନ ଏବଂ ଶାସନ ବ୍ୟବସ୍ଥାର ତଦାରଖ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ‘ବୋର୍ଡ ଅଫ୍ ପିସ୍’ ଗଠନ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ବୋର୍ଡରେ ସାମିଲ ହେବା ପାଇଁ ଟ୍ରମ୍ପ ଭାରତକୁ ନିମନ୍ତ୍ରଣ କରିଥିବା ନେଇ…

U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ ଦେଶକୁ ପରାସ୍ତ କରି ଭାରତ ଏହାର ଦ୍ୱିତୀୟ ବିଜୟ ହାସଲ କରିଛି। ଶେଷ ମୁହୂର୍ତ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?