Tag Archives: India

ଟୁର୍ନାମେଣ୍ଟରେ ମାତ୍ର ଗୋଟିଏ ବଲ୍‌ ଖେଳି ଭାରତକୁ ଚାମ୍ପିଅନ୍‌ କରାଇଲେ ଏହି ଖେଳାଳି: ଜୀବନରେ ଭୁଲି ପାରିବନି ପାକିସ୍ତାନ

ଦୁବାଇ,୨୯।୯: ରିଙ୍କୁ ସିଂହ ସମଗ୍ର ଏସିଆ କପ୍‌ରେ କେବଳ ଗୋଟିଏ ବଲ ଖେଳିଥିଲେ ଏବଂ ପାକିସ୍ତାନ ବିପକ୍ଷ ଫାଇନାଲ୍‌ରେ ସେହି ବଲ୍‌ରେ ବିଜୟୀ ଚୌକା ମାରି କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ଜୀବନବ୍ୟାପୀ ସ୍ମୃତି ପାଲଟି ଯାଇଥିଲେ। ପାକିସ୍ତାନ ବିପକ୍ଷ ଫାଇନାଲ…

ଭାରତକୁ କେବେ ମିଳିବ ବିଜେତା ଟ୍ରଫି, ମୋହସିନ ନକଭିଙ୍କୁ ଅଲ୍ଟିମେଟମ ଦେଲା BCCI

ଦୁବାଇ,୨୯।୯: ଟିମ ଇଣ୍ଡିଆ ପାକିସ୍ତାନକୁ ପରାସ୍ତ କରି ଏସିଆ କପ୍‌ ଚାମ୍ପିଅନ ହୋଇଛି। କିନ୍ତୁ ପରେ ସେମାନଙ୍କୁ ଟ୍ରଫି ପାଇବାରୁ ବଞ୍ଚିତ କରାଯାଇଛି। ଭାରତୀୟ ଦଳ ଏସୀୟ କ୍ରିକେଟ ପରିଷଦ (ACC)ର ସଭାପତି ମୋହସିନ ନକଭିଙ୍କଠାରୁ ଟ୍ରଫି ଗ୍ରହଣ କରିବାକୁ ମନା…

ଏସିଆ କପ୍ ଫାଇନାଲ: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ବାଦ ପଡିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଦୁବାଇ,୨୮।୯: ଏସିଆ କପ୍ ୨୦୨୫ର ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ଐତିହାସିକ ମୁକାବିଲା ପାଇଁ ମଞ୍ଚ ପ୍ରସ୍ତୁତ। ଏହି ୪୧ ବର୍ଷିୟ ଟୁର୍ନାମେଣ୍ଟର ଇତିହାସରେ ପ୍ରଥମ ଥର ପାଇଁ ଏହି ଦୁଇ ଚିରପ୍ରତିଦ୍ୱନ୍ଦୀ ଫାଇନାଲରେ ମୁହାଁମୁହିଁ ହେଉଛନ୍ତି। ଭାରତୀୟ ଅଧିନାୟକ…

ଭାରତର ଏହି ତିନି ରାଜ୍ୟର ଲୋକେ ସପୂର୍ଣ୍ଣ ଶିକ୍ଷିତ, ଜାଣନ୍ତୁ କିପରି ହାସଲ କଲେ ଏହି ସଫଳତା

ନୂଆଦିଲ୍ଲୀ,୨୮।୯: ମିଜୋରାମ, ଗୋଆ ଓ ତ୍ରିପୁରା ଦୀର୍ଘ ବର୍ଷର ସରକାରୀ ଉଦ୍ୟମ, ସମୁଦାୟର ସକ୍ରିୟ ଅଂଶଗ୍ରହଣ ଏବଂ ଆଧୁନିକ ଟେକ୍ନୋଲୋଜି-ଆଧାରିତ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ଉଚ୍ଚ ସାକ୍ଷରତା ହାସଲ କରିଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ULLAS) ଏହି…

ଫାଇନାଲ ମ୍ୟାଚ ପୂର୍ବରୁ ପାକିସ୍ତାନକୁ ଚେତାବନୀ ଦେଲେ ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୨୮।୯: ଏସିଆ କପ ୨୦୨୫ର ଫାଇନାଲ ପୂର୍ବରୁ, ପୂର୍ବତନ ଭାରତୀୟ ଅଧିନାୟକ ଏବଂ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ପାକିସ୍ତାନକୁ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଭାରତୀୟ ଦଳର ବ୍ୟାଟିଂରେ ଏବେ ବି ପ୍ରଚୁର ଶକ୍ତି…

ଡିଜିଟାଲ୍ ପେମେଣ୍ଟରେ ବଦଳୁଛି ଭାରତ: ପ୍ରତି ୧୦୦ ଟଙ୍କାରେ ୭୪ ଟଙ୍କା ଡିଜିଟାଲ୍ କାରବାର

ମୁମ୍ବାଇ,୨୮।୯: ଭାରତର ସହରାଞ୍ଚଳଗୁଡ଼ିକରେ ଡିଜିଟାଲ୍ ପେମେଣ୍ଟର ବ୍ୟବହାର ଦ୍ରୁତଗତିରେ ବୃଦ୍ଧି ପାଇଛି, ଯାହା ଦୈନନ୍ଦିନ କିଣାକିଣିରେ ନଗଦ ଟଙ୍କାର ପ୍ରାଧାନ୍ୟକୁ ପରିବର୍ତ୍ତନ କରୁଛି। ମୁମ୍ବାଇସ୍ଥିତ ସଂସ୍ଥା ‘ନିଓଗ୍ରୋଥ୍’ ଦ୍ୱାରା ପରିଚାଳିତ ‘ନିଓଇନ୍‌ସାଇଟ୍‌ସ’ର ନବମ ସଂସ୍କରଣ ‘ହାଓ ଇଣ୍ଡିଆ ପେଜ୍’ ଅନୁସାରେ, ଦେଶର…

ଭାରତର ଔଷଧ ଉଦ୍ୟୋଗକୁ ବଡ଼ ଝଟକା, ୧୦୦% ଟାରିଫ୍ ଲଗାଇଲେ ଟ୍ରମ୍ପ

ନୂଆଦିଲ୍ଲୀ,୨୬।୯: ଅମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ବ୍ରାଣ୍ଡେଡ୍ ଏବଂ ପେଟେଣ୍ଟେଡ୍ ଔଷଧର ଆମଦାନୀ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇବାକୁ ଘୋଷଣା କରିଛନ୍ତି। ଏହା ୨୦୨୫ ଅକ୍ଟୋବର ୧ ଠାରୁ କାର୍ଯ୍ୟକାରୀ ହେବ। ଅମେରିକା ସହ ବ୍ୟବସାୟରେ ଅତ୍ୟନ୍ତ ନିର୍ଭରଶୀଳ…

ୟୁକ୍ରେନ ଯୁଦ୍ଧ ପାଇଁ ରୁଷିଆକୁ ପାଣ୍ଠି ଯୋଗାଉଛନ୍ତି ଭାରତ-ଚାଇନା: ଟ୍ରମ୍ପ

ନ୍ୟୁୟର୍କ,୨୩।୯: ଅମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ୮୦ତମ ଜାତିସଂଘ ସାଧାରଣ ପରିଷଦରେ ଭାଷଣ ଦେଇ ଭାରତ ଓ ଚାଇନାକୁ ରୁଷିଆ ଯୁକ୍ରେନ୍‌ ଆକ୍ରମଣର ‘ପ୍ରାଥମିକ ଅନୁଦାନକାରୀ’ ବୋଲି ଅଭିଯୋଗ କରିଛନ୍ତି। ରୁଷୀୟ ତୈଳ-ଗ୍ୟାସ୍‌ ଆମଦାନି ଯୋଗୁଁ ମସ୍କୋର ଯୁଦ୍ଧକୁ ସମର୍ଥନ…

ଜାତିସଂଘର ପୁଣି ଦୋହରାଇଲେ ଟ୍ରମ୍ପ, ‘ମୁଁ ଶେଷ କରିଛି ଭାରତ-ପାକିସ୍ତାନ ଯୁଦ୍ଧ’

ନୂଆଦିଲ୍ଲୀ,୨୩ା୯: ଅମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ୮୦ତମ ଜାତିସଂଘ ସାଧାରଣ ପରିଷଦରେ ଭାଷଣ ଦେଇ ୭ ମାସରେ ୭ଟି ‘ଅନ୍ତହୀନ’ ଯୁଦ୍ଧ ସମାପନ କରିବାର ଦାବି କରିଛନ୍ତି। “ସେମାନେ କହୁଥିଲେ ଏହା ଅସମ୍ଭବ, କିଛି ୩୧ ବର୍ଷ, ଗୋଟିଏ ୩୬…

ଏଇ ଭାରତରେ

ମାତ୍ର ୮୦ ବର୍ଗଫୁଟର ଘରେ ମାଇକ୍ରୋଗ୍ରୀନ ଚାଷ କରି ମାସକୁ ୫ ଲକ୍ଷ ଟଙ୍କାର ବ୍ୟବସାୟ କରୁଛନ୍ତି ପୂର୍ବତନ ବ୍ୟାଙ୍କ କର୍ମଚାରୀ ଅଜୟ ଗୋପୀନାଥ। ମାଇକ୍ରୋଗ୍ରୀନ୍‌ (ବିଭିନ୍ନ ଶସ୍ୟର ମଞ୍ଜିରୁ ଗଜା ହେବା ପରେ କଅଁଳ ଅବସ୍ଥାର ଛୋଟ ଗଛ)କୁ ବିଶେଷ…

ପୁଣି ସୂର୍ଯ୍ୟକୁମାର ପାକିସ୍ତାନ ଅଧିନାୟକଙ୍କ ସହ ହ୍ୟାଣ୍ଡସେକ କଲେ ନାହିଁ, ତେଜିଲା ବିବାଦ

ଦୁବାଇ,୨୧।୯: ଏସିଆ କପ ୨୦୨୫ ସୁପର-୪ ମ୍ୟାଚରେ ଭାରତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ପାକିସ୍ତାନ ଅଧିନାୟକ ସଲମାନ ଆଲି ଆଘା ଟସ୍ ସମୟରେ ପୁନର୍ବାର ହ୍ୟାଣ୍ଡସେକ କରିନଥିଲେ। ଏହା ପୂର୍ବ ମ୍ୟାଚରେ ମଧ୍ୟ ଦେଖାଯାଇଥିଲା, ଯେତେବେଳେ ଭାରତୀୟ ଦଳ ମ୍ୟାଚ…

ଏସିଆ କପ: ପାକିସ୍ତାନ ବିପକ୍ଷ ଦ୍ୱିତୀୟ ମୁକାବିଲାରେ ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି

ଆବୁଧାବି,୨୧।୯: ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପାକିସ୍ତାନ ବିପକ୍ଷ ମ୍ୟାଚରେ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉଲ୍ଲେଖଯୋଗ୍ୟ, ସୂର୍ଯ୍ୟକୁମାର ଯାଦବ ପୁନର୍ବାର ପାକିସ୍ତାନ ଅଧିନାୟକ ସଲମାନଙ୍କ ସହ ପାରମ୍ପରିକ ହ୍ୟାଣ୍ଡସେକ କରିନଥିଲେ। ସୂର୍ଯ୍ୟକୁମାର କହିଛନ୍ତି, “ଆମେ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?