ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ
ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ନୂଆଦିଲ୍ଲୀ ତାର ଶକ୍ତି ନୀତିରେ କୌଣସି ପରିବର୍ତ୍ତନ କରିଥିବା ନେଇ…
ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ
ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପ୍ ଗ୍ରୁପ୍ ପର୍ଯ୍ୟାୟରେ ଲଗାତାର ଚତୁର୍ଥ ବିଜୟ ହାସଲ କରି ନିଜର…
T20 ବିଶ୍ୱକପ୍ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍ର ଲକ୍ଷ୍ୟ
ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍ ୨୦୨୬ର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍ର ଏକ ବଡ ସ୍କୋର ଛିଡ଼ା କରିଛି। ଭାରତୀୟ ମଧ୍ୟକ୍ରମର ବ୍ୟାଟର ଶିବମ ଦୁବେଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦଳ…
T20 ବିଶ୍ୱକପ୍ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି
ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍ ୨୦୨୬ର ଗ୍ରୁପ୍-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବ୍ୟାଟିଂ ବାଛିଥିବା ବେଳେ ଦଳରେ ଦୁଇଟି ପ୍ରମୁଖ ପରିବର୍ତ୍ତନ କରାଯାଇଛି। ସୁପର-୮ ପୂର୍ବରୁ ଏହି…
ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏବେ ସୋସିଆଲ ମିଡିଆ ବ୍ୟବହାର…
‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’
ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍ ବୁଲିବା ସହ ପ୍ରଦର୍ଶନୀରେ ଭାଗ ନେଇଥିବା କମ୍ପାନୀଗୁଡ଼ିକ ସହ କଥା ହୋଇଛନ୍ତି। ଷ୍ଟାର୍ଟଅପ୍ଗୁଡ଼ିକ ସହିତ…
ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ
ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା। ବର୍ଷା ନୁହେଁ, ବରଂ ଛକା ଏବଂ ଚୌକା ମାରିଥିଲେ। ଇଶାନ କିଶାନ ସ୍ପିନ-ଅନୁକୂଳ…
ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…
ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ ବୃଦ୍ଧି ପାଇଛି। ଗତ ଡିସେମ୍ବର ମାସରେ ଏହା ୦.୮୩% ରହିଥିବା ବେଳେ ଜାନୁଆରୀରେ…
ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ ଏକ ଦଶନ୍ଧି ଧରି ରାଜପଥ ନିର୍ମାଣ କ୍ଷେତ୍ରରୁ…
ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର ତିନୋଟି ମ୍ୟାଚ୍ ଜିତି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଥିବା ବେଳେ…
ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ
କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି…
ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଶେଷ ଆଡ଼କୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ଶିବମ ଦୁବେଙ୍କ ଉପଯୋଗୀ ପାଳି…
Archives


