Tag Archives: India

ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୧୬।୧୨: ଭାରତରେ ସମୁଦାୟ ୨୧ ନକଲି ବିଶ୍ୱବିଦ୍ୟାଳୟ ରହିଛି। ସୋମବାର ଲୋକ ସଭାର ପ୍ରଶ୍ନକାଳ ସମୟରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସୁକାନ୍ତ ମଜୁମଦାର ଏହି ସୂଚନା ଦେଇଛନ୍ତି। ସୁକାନ୍ତ ୨୧ ନକଲି ବିଶ୍ୱ...

ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଭାରତକୁ ଟାର୍ଗେଟ କରିବା...

ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ: ହେଡ୍‌, ସ୍ମିଥଙ୍କ ଶତକରେ ଅଷ୍ଟ୍ରେଲିଆ ଦୃଢ଼

ବ୍ରିସବେନ୍‌,୧୫ା୧୨: ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚରେ ଦୃଢ଼ ସ୍ଥିତିରେ ରହିଛି ଅଷ୍ଟ୍ରେଲିଆ। ଟ୍ରାଭିସ୍‌ ହେଡ୍‌ ଓ ଷ୍ଟିଭେନ୍‌ ସ୍ମିଥଙ୍କ ଶତକ ବଳରେ ଘରୋଇ ଦଳ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ ୭ ଉଇକେଟ ହରାଇ ୪୦୫ ରନ୍‌...

ରେକର୍ଡ କଲା ଭାରତ: ୧୦୦୦ ଆରବ ଡଲାର ପାର କଲା ପ୍ରତ୍ୟେକ୍ଷ ବିଦେଶ ନିବେଶ

ନୂଆଦିଲ୍ଲୀ,୧୩ା୧୨: ଭାରତରେ ପ୍ରତ୍ୟେକ୍ଷ ବିଦେଶ ନିବେଶ(ଏଫଡିଆଇ) ୨୦୦୦ ରୁ ୨୦୨୪ ମଧ୍ୟରେ ୧୦୦୦ ଆରବ ଡଲାର ପାର କରିଛି। ଏହା ବିଶ୍ୱସ୍ତରରେ ଏକ ନିରାପଦ ଏବଂ ପ୍ରାଥମିକ ପୁଞ୍ଜି ବିନିଯୋଗ ଲକ୍ଷ୍ୟ ଭାବରେ ଦେଶର ସୁନାମକୁ ସ୍ୱୀକୃତି ପ୍ରଦାନ କରୁଛି।...

ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ

ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ...

ହାଇବ୍ରିଡ୍ ମଡେଲ ପାଇଁ ରାଜି ହେଲା ପାକିସ୍ତାନ, କିନ୍ତୁ ଭାରତକୁ ଲାଗିଲା ବଡ଼ ଝଟକା

ମୁମ୍ବାଇ,୬।୧୨: ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବାର ରାସ୍ତା ଏକ ପ୍ରକାର ପରିସ୍କାର ହୋଇଛି। କିନ୍ତୁ ଏହା ସମୁର୍ଣ୍ଣ ଭାବେ ପାକିସ୍ତାନରେ ଆୟୋଜିତ ହେବନାହିଁ। ଭାରତ ପାକିସ୍ତାନ ଗସ୍ତ ନ କରୁଥିବାରୁ ହାଇବ୍ରିଡ୍ ମଡେଲରେ ଏହା ଅନୁଷ୍ଠିତ ହେବ। ଭାରତ...

ଜାତିସଂଘରେ ଇସ୍ରାଏଲ୍‌ ବିରୋଧରେ ଭାରତର ଭୋଟିଂ

ଜାତିସଂଘ, ୪।୧୨: ୧୯୬୭ରୁ ପୂର୍ବ ଜେରୁଜେଲମ ସମେତ ଅନେକ ପାଲେଷ୍ଟିନୀୟ ଅଞ୍ଚଳକୁ ଇସ୍ରାଏଲ ଦଖଲ କରି ରଖିଛି। ତେବେ ବୁଧବାର ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ)ରେ ଏକ ପ୍ରସ୍ତାବ ଆଗତ ହୋଇଥିଲା, ଯେଉଁଥିରେ ଉକ୍ତ ଅଞ୍ଚଳଗୁଡ଼ିକୁ ଫେରାଇବା ପାଇଁ ଇସ୍ରାଏଲ୍‌କୁ ଆହ୍ବାନ...

ପାକିସ୍ତାନ ଦାବିକଲା ହାଇବ୍ରିଡ୍ ମଡେଲ: ଭାରତ ଦେଲା କଡ଼ା ଜବାବ

ନୂଆଦିଲ୍ଲୀ,୪।୧୨: ଚାମ୍ପିୟନ୍ସ ଟ୍ରଫିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଏବଂ ବିସିସିଆଇ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ହେବାର ସମ୍ଭାବନା ବାଟ ଫିଟୁନାହିଁ। ହାଇବ୍ରିଡ୍ ମଡେଲ ଗ୍ରହଣ କରିବାକୁ ପାକିସ୍ତାନ ରାଜି ହେବା ପରେ ଟୁର୍ଣ୍ଣାମେଣ୍ଟ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ପର୍ଥରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ଡେବ୍ୟୁ କଲେ ନୀତିଶ କୁମାର, ହର୍ଷିତ ରାଣା

ନୂଆଦିଲ୍ଲୀ,୨୨ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି (୨୨ ନଭେମ୍ବର) ଠାରୁ ପର୍ଥରେ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...

ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍

ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri