ଭାରତ ଗସ୍ତରେ ଆସିଥିବା ଜାମାଇକା ପ୍ରଧାନମନ୍ତ୍ରୀ ହଟହଟା, ସୁରକ୍ଷା ଅଭାବରୁ…
ନୂଆଦିଲ୍ଲୀ,୩ା୧୦: ଭାରତ ଗସ୍ତରେ ଆସିଥିବା ଜାମାଇକାର ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ତାଙ୍କୁ ଭାରତ ସଂସଦ ଯିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସୁରକ୍ଷା ଏଜେନ୍ସି ମଧ୍ୟରେ ଦ୍ୱନ୍ଦ୍ୱ ଯୋଗୁ ତାଙ୍କର ପୂରା...
ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ
ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଇସ୍ରାଏଲ ଏକ ପ୍ରକାର ସଙ୍କଟ ସମୟ...
ସେନାକୁ ମିଳିବ ଶକ୍ତି: ପାକ୍ ସୀମାରେ ବୁଲେଟ୍ପ୍ରୁଫ୍ ଘାଟି ନିର୍ମାଣ କରିବ ଭାରତ
ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା ପାଇଁ ସୀମାରେ ଅଧିକ ଘାଟି ନିର୍ମାଣ କରାଯିବା ସହ ସେଗୁଡ଼ିକୁ ବୁଲେଟ୍ପ୍ରୁଫ୍...
ୟୁଏନ୍ଏସ୍ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ
ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିବାବେଳେ ଶୁକ୍ରବାର ଜାତିସଂଘ ସାଧାରଣ ସଭାର ୭୯ତମ...
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ହରାଇଲା ଭାରତ
ହୁଲୁନ୍ବୁଇର(ଚାଇନା), ୮ା୯: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ଏଠାରେ ରବିବାର ଖେଳାଯାଇଥିବା ଏକ ମ୍ୟାଚରେ ଗତଥରର ଚାମ୍ପିୟନ ଭାରତୀୟ ପୁରୁଷ ଦଳ ୩-୦ ଗୋଲ୍ରେ ଆୟୋଜକ ଚାଇନାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସୁଖଜିତ୍ ସିଂ(୧୪ତମ ମିନିଟ), ଉତ୍ତମ...
ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତର ଚମତ୍କାର ପ୍ରଦର୍ଶନ … ୨୯ଟି ପଦକ ସହିତ ସରିଲା ଅଭିଯାନ
ନୂଆଦିଲ୍ଲୀ,୮।୯: ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ ରେ ଭାରତର ଯାତ୍ରା ଶେଷ ହୋଇଛି। ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତର ଖେଳାଳିମାନେ ଅତ୍ୟନ୍ତ ଭଲ ପ୍ରଦର୍ଶନ କରିଛନ୍ତି। ଏଥର ଭାରତ ମୋଟ ୨୯ ଟି ପଦକ ଜିତିଛି। ଏଥିରେ ୭ ଟି ସ୍ୱର୍ଣ୍ଣ, ୯...
GDP ଅଭିବୃଦ୍ଧିରେ ହ୍ରାସ: ଏପ୍ରିଲ-ଜୁନ୍ ତ୍ରୈମାସରେ ଧିମା ହେଲା ଅର୍ଥନୀତିର ଗତି
ନୂଆଦିଲ୍ଲୀ,୩୦।୮: ଦେଶର ଅର୍ଥନୀତି ପାଇଁ ଆସିଛି ଖରାପ ଖବର। ଭାରତର ଜିଡିପି ଅଭିବୃଦ୍ଧି ହ୍ରାସ ପାଇଛି। ଗତ ପାଞ୍ଚ ତ୍ରୈମାସିକ ତୁଳନାରେ ଭାରତର ଜିଡିପି ଅଭିବୃଦ୍ଧି ସର୍ବନିମ୍ନ ହୋଇଛି। ଏପ୍ରିଲ୍-ଜୁନ୍ ୨୦୨୪ ତ୍ରୈମାସରେ ଭାରତର ଜିଡିପି ଅଭିବୃଦ୍ଧି ୬.୭% କୁ...
ମୋଦିଙ୍କ ଗସ୍ତ ପରେ ଅଟକି ଯିବ ୟୁକ୍ରେନ-ରୁଷ ଯୁଦ୍ଧ! ଆଶା ପ୍ରକଟ କଲା ଜାତିସଂଘ
ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ୟୁକ୍ରେନ-ରୁଷ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ସମାପ୍ତ କରିବାରେ ସହାୟକ ହେବ ବୋଲି ଆଶା ପ୍ରକଟ କରିଛନ୍ତି ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ୍। ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ସିଧାସଳଖ ପୋଲାଣ୍ଡରୁ ଟ୍ରେନ୍ ଯୋଗେ ୟୁକ୍ରେନରେ...
ମୋଦିଙ୍କୁ ଦେଖି ଭାବବିହ୍ଵଳ ହେଲେ ୟୁକ୍ରେନ ରାଷ୍ଟ୍ରପତି: ଭାଇରାଲ ହେଲା ଫଟୋ
ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ପୋଲାଣ୍ଡରୁ ସିଧା ଟ୍ରେନ୍ ଯୋଗେ ସେ କିଭରେ ପହଞ୍ଚିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ ସମ୍ପ୍ରଦାୟର ଲୋକମାନେ ସ୍ୱାଗତ କରିଥିଲେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି...
ସେପ୍ଟେମ୍ବରରୁ ଆରମ୍ଭ ହୋଇପାରେ ଜନଗଣନା
ନୂଆଦିଲ୍ଲୀ,୨୨ା୮: ଭାରତର ବହୁ ବିଳମ୍ବିତ ଜନଗଣନା ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହୋଇପାରେ। ସରକାରୀ ସୂତ୍ରକୁ ଉଦ୍ଧାର କରି ଏକ ଅନ୍ତର୍ଜାତୀୟ ଗଣମାଧ୍ୟମ ଏହା ପ୍ରକାଶ କରିଛି। ଜନଗଣନା ପ୍ରତି ୧୦ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ। ୨୦୨୧ରେ ଶେଷ ହେବାକୁ...
ଘରକୁ ଫେରିବେ କି ହାସିନା? ବାଂଲାଦେଶ ସହ ‘ପ୍ରତ୍ୟର୍ପଣ ସନ୍ଧି’ ପରେ ଚିନ୍ତାରେ ଭାରତ
ଢାକା/ନୂଆଦିଲ୍ଲା,୨୨ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ତାଙ୍କ ଦେଶକୁ ଫେରିବେ କି ନାହିଁ ଏହି ପ୍ରସଙ୍ଗରେ ଖୁବ୍ ଆଲୋଚନା ଚାଲିଛି। ଏହାର କାରଣ ହେଉଛି ବାଂଲାଦେଶରେ ତାଙ୍କ ବିରୋଧରେ ଅନେକ ଆପରାଧିକ ମାମଲା ବିଚାରାଧୀନ ଅଛି। ଏଭଳି ପରିସ୍ଥିତିରେ...
ବିପଦରେ ପଡ଼ିବ ବନ୍ଧୁତା, ହାସିନାଙ୍କ ବିବୃତ୍ତି ପରେ ଭାରତକୁ ଚେତାବନୀ ଦେଲା ବାଂଲାଦେଶ
ଢାକା/ନୂଆଦିଲ୍ଲୀ,୧୪ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ଇସ୍ତଫା ପରେ ବାଂଲାଦେଶରେ ଏକ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ନିକଟରେ ଦେଇଥିବା ବିବୃତ୍ତିକୁ ଦର୍ଶାଇ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତୀୟ ଉଚ୍ଚ କମିଶନରଙ୍କୁ...
Archives


