ପାକିସ୍ତାନ ବିରୋଧରେ ବଡ଼ ପ୍ଲାନ କରୁଛନ୍ତି କ୍ୱାଡ ଦେଶ? ଜୟଶଙ୍କରଙ୍କ ବୟାନ ଶୁଣିଲେ କାନ୍ଦି ପକାଇବେ ଶହବାଜ
ନୂଆଦିଲ୍ଲୀ,୩।୭: ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର କହିଛନ୍ତି ଯେ ଅପରେଶନ ସିନ୍ଦୂର ବିଶ୍ୱକୁ ଏକ ସ୍ପଷ୍ଟ ବାର୍ତ୍ତା ଦେଇଛି ଯେ ଭାରତ ଆତଙ୍କବାଦ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଜୟଶଙ୍କର ବୁଧବାର (୨ ଜୁଲାଇ, ୨୦୨୫) ୱାଶିଂଟନରେ ଏକ ସାମ୍ବାଦିକ…
ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍: ୪୮ ଘଣ୍ଟା ମଧ୍ୟରେ ହେବାକୁ ଯାଉଛି…
ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୭:ଭାରତ ଏବଂ ଆମେରିକା ମଧ୍ୟରେ ଟ୍ରେଡ୍ ଡିଲ୍ ବହୁ ଦିନ ଧରି ଆଲୋଚନାରେ ରହିଛି। ଏବେ ଏହି ମଧ୍ୟବର୍ତ୍ତୀକାଳୀନ ଟ୍ରେଡ୍ ଡିଲ୍କୁ ଚୂଡ଼ାନ୍ତ କରାଯିବ ବୋଲି ଚର୍ଚ୍ଚା ହେଉଛି। ଏକ ରିପୋର୍ଟ ଅନୁଯାୟୀ, ଟ୍ରେଡ୍ ଡିଲ୍କୁ ୪୮ ଘଣ୍ଟା ମଧ୍ୟରେ ଚୂଡ଼ାନ୍ତ…
ସିନ୍ଧୁ ଜଳ ସନ୍ଧିକୁ ନେଇ ଟେନସନ ଦେଲା ଭାରତ, ଶେଷରେ ସତ ମାନିଲା ପାକିସ୍ତାନ
ନୂଆଦିଲ୍ଲୀ/ଇସଲାମାବାଦ,୨।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଜଳ ସଂରକ୍ଷଣ ପଦ୍ଧତିକୁ ସୁଦୃଢ଼ କରିବ। ଏହି ନିଷ୍ପତ୍ତି ଏପରି ସମୟରେ ଆସିଛି ଯେତେବେଳେ ଭାରତ ୧୯୬୦ର ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାର ପଦକ୍ଷେପ ନେଇଥିଲା।…
ଭାରତ-ପାକିସ୍ତାନ କ୍ରିକେଟ୍ ମହାମୁକାବିଲା: ଅପରେଶନ୍ ସିନ୍ଦୁର ପରେ ପ୍ରଥମଥର କ୍ରିକେଟ ଗ୍ରାଉଣ୍ଡରେ ହେବେ ମୁହାଁମୁହିଁ
ନୂଆଦିଲ୍ଲୀ/ବାର୍ମିଂହାମ: ଅପରେସନ୍ ସିନ୍ଦୁର ପରେ ପ୍ରଥମ ଥର ପାଇଁ ଭାରତ ଓ ପାକିସ୍ତାନ କ୍ରିକେଟ୍ ମଇଦାନରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ଐତିହାସିକ ମୁକାବିଲା ଇଂଲଣ୍ଡର ଏଡଜବାଷ୍ଟନ କ୍ରିକେଟ୍ ଗ୍ରାଉଣ୍ଡରେ ଜୁଲାଇ ୨୦, ୨୦୨୫ରେ ଅନୁଷ୍ଠିତ ହେବ। ବିଶ୍ୱ ଚାମ୍ପିଅନସିପ୍ ଅଫ୍…
ଚାଇନା, ପାକିସ୍ତାନ, ବାଂଲାଦେଶର ନୂଆ ଆଞ୍ଚଳିକ ଗୋଷ୍ଠୀ ଗଠନ ଯୋଜନା: ଭାରତକୁ ଦୁର୍ବଳ କରିବା ଲକ୍ଷ୍ୟ
ନୂଆଦିଲ୍ଲୀ,୩୦।୬: ଚାଇନା, ପାକିସ୍ତାନ ଓ ବାଂଲାଦେଶ ଦକ୍ଷିଣ ଏସିଆରେ ଏକ ନୂଆ ଆଞ୍ଚଳିକ ଗୋଷ୍ଠୀ ଗଠନ କରି ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଗଠନ)କୁ ବଦଳାଇବାକୁ ଯୋଜନା କରୁଛନ୍ତି। ପାକିସ୍ତାନର ଦି ଏକ୍ସପ୍ରେସ ଟ୍ରିବ୍ୟୁନ ରିପୋର୍ଟ ଅନୁସାରେ, ଇସଲାମାବାଦ ଓ…
ପୁଣି ପାକିସ୍ତାନକୁ ପାନେ ଦେବ ଭାରତ: ପଡ଼ୋଶୀ ଦେଶର ଚାଲ୍କୁ ବିଫଳ କରିବାବୁ ସମସ୍ତ ପ୍ରସ୍ତୁତି ଶେଷ
ନୂଆଦିଲ୍ଲୀ,୩୦।୬: ଭାରତ ଜୁଲାଇ ମାସ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ସଭାପତି ପଦ ପାଇବାକୁ ଯାଉଛି ଏବଂ ଏହା ସହିତ ଭାରତ ଅନ୍ତର୍ଜାତୀୟ ସ୍ତରରେ ନିଜର ଭୂମିକା ଏବଂ ପ୍ରଭାବକୁ ଆହୁରି ମଜଭୁତ କରିବା ପାଇଁ ପ୍ରସ୍ତୁତି ଜୋରଦାର କରିଛି।…
ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି ନେଲା ଏତେ ବଡ଼ ନିଷ୍ପତ୍ତି…
ଢାକା/ନୂଆଦିଲ୍ଲୀ,୨୮।୬: ଭାରତ ବାଂଲାଦେଶରୁ ଝୋଟ ଏବଂ ଫାଇବର ଉତ୍ପାଦ ଆମଦାନୀକୁ ତୁରନ୍ତ ପ୍ରଭାବରୁ ନିଷେଧ କରିଛି। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ସାମଗ୍ରିକ ସମ୍ପର୍କରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଏହି ପଦକ୍ଷେପ ନିଆଯାଇଛି। ସୂତ୍ର ଅନୁଯାୟୀ, ଶନିବାର (ଜୁନ ୨୮, ୨୦୨୫) କୁହାଗଲା…
ଭାରତ ବିରୋଧରେ ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର; ସୀମା ଆରପଟୁ ଆରମ୍ଭ କଲା…
ଇସଲାମାବାଦ,୨୭।୬: ସୁଧୁରୁନି ପାକିସ୍ତାନ। ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବଡ଼ ଷଡ଼ଯନ୍ତ୍ର ରଚୁଛି। ସଦ୍ୟ ସୂଚନା ମୁତାବକ ପାକିସ୍ତାନରେ ଅପରେସନ ସିନ୍ଦୂର ଯୋଗୁ ଧ୍ୱଂସ ହୋଇଥିବା ଆତଙ୍କବାଦୀ ଲଞ୍ଚିଂ ପ୍ୟାଡ ଏବଂ ତାଲିମ କେନ୍ଦ୍ରଗୁଡ଼ିକ ଏବେ ପୁନଃର୍ନିମାଣ କରାଯାଉଛି। ଏହି…
ଚାଇନା ପ୍ରତିରକ୍ଷାମନ୍ତ୍ରୀଙ୍କୁ ୪ ଉପଦେଶ ସହ, ମଧୁବନି ପେଟିଂ ଉପହାର ଦେଲେ ରାଜନାଥ
ବେଜିଂ,୨୭।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବେ ଚାଇନାରେ ଅଛନ୍ତି। ସେ ଚାଇନାର କ୍ୱିଂଡାଓରେ ଅନୁଷ୍ଠିତ SCOର ଏକ ବୈଠକରେ ଯୋଗଦେବାକୁ ଆସିଛନ୍ତି। ଗସ୍ତର ଶେଷ ଦିନ ଅର୍ଥାତ ଶୁକ୍ରବାର, ରାଜନାଥ ସିଂହ ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଆଡମିରାଲ ଡଙ୍ଗ ଜୁନଙ୍କୁ…
ୟୁନୁସ ସରକାରଙ୍କ ଉପରେ ଦୋଷ ଝାଡ଼ିଲା ଭାରତ: ସିଧା ଦେଲା ଧମକ
ନୂଆଦିଲ୍ଲୀ/ଢାକା,୨୭।୬: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଦୁର୍ଗା ମାତା ମନ୍ଦିରରେ ଭଙ୍ଗାରୁଜାର ଏକ ଘଟଣା ସାମ୍ନାକୁ ଆସିଛି। ଭାରତ ଏହି ମାମଲାରେ କଡ଼ା ଆପତ୍ତି କରିଛି। ବୈଦେଶିକ ମନ୍ତ୍ରଣାଳୟ ମନ୍ଦିର ଭଙ୍ଗାରୁଜାକୁ ସମାଲୋଚନା କରିଛି ଏବଂ ଏଥିପାଇଁ ବାଂଲାଦେଶ ସରକାରଙ୍କୁ…
ଭାରତର ୨୦୩୬ ଅଲିମ୍ପିକ୍ସ ଆଶା ସ୍ଥଗିତ: ନୂତନ ଆଇଓସି ଅଧ୍ୟକ୍ଷ ନିଲାମ ପ୍ରକ୍ରିୟାକୁ ବନ୍ଦ କଲେ
ନୂଆଦିଲ୍ଲୀ, ୨୭ା୬: ଭାରତର ୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବାର ସ୍ୱପ୍ନକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି)ର ନୂତନ ଅଧ୍ୟକ୍ଷ କିର୍ଷ୍ଟି କୋଭେଣ୍ଟ୍ରି ଅଲିମ୍ପିକ୍ସ ଆୟୋଜକ ସହର ଚୟନ ପ୍ରକ୍ରିୟାକୁ ସ୍ଥଗିତ ରଖିବା ଏବଂ ଏହାର ସମୀକ୍ଷା…
ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତକୁ ‘ଜସପ୍ରିତ ବୁମରା ଝଟକା’, ଏହି ବୋଲରଙ୍କୁ ମିଳିବ ସୁଯୋଗ
ନୂଆଦିଲ୍ଲୀ, ୨୭ା୬: ଇଂଲଣ୍ଡ ବିପକ୍ଷ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଭାରତର ଷ୍ଟାର ଦ୍ରୁତ ବୋଲର ଜସପ୍ରିତ ବୁମରା ଏଡଜବାଷ୍ଟନରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ…

