Tag Archives: India

ଟି୨୦ ବିଶ୍ୱକପ୍: ସେମିଫାଇନାଲରେ ଭାରତ! ପାଣ୍ଡ୍ୟା-କୁଲଦୀପ ଝଡ଼ରେ ବାଂଲାଦେଶ ଘାଇଲା

ଆଣ୍ଟିଗୁଆ,୨୦ା୬(ପି.ଟି.): ଟି୨୦ ବିଶ୍ୱକପର ସୁପର୍‌-୮ରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ...

ଦେଶରେ ଜାରି ରହିଛି ହିଟ୍‌ଓ୍ବେଭ୍‌, ହସ୍‌ପିଟାଲଗୁଡିକୁ ନିର୍ଦ୍ଦେଶ ଦେଲେ ସରକାର

ନୂଆଦିଲ୍ଲୀ, ୧୯।୬: ହିଟ୍‌ଓ୍ବେଭ୍‌ ଯୋଗୁଁ ଉତ୍ତର ଭାରତର ଅନେକ ଅଞ୍ଚଳରେ ହିଟ୍‌ଷ୍ଟ୍ରୋକ୍‌ ଜନିତ ଘଟଣା ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ହସ୍ପିଟାଲଗୁଡ଼ିକୁ ପ୍ରାଥମିକତା ଦେଇ ହିଟ୍ ଷ୍ଟ୍ରୋକର ରୋଗୀମାନଙ୍କୁ ଚିକିତ୍ସା...

ରାଜ୍ୟ ସଭାରେ ବିଗିଡ଼ିବ ଇଣ୍ଡିଆ ମେଣ୍ଟ, ଏତିକି ସିଟ୍‌ ନେଇଯିବ ଏନ୍‌ଡିଏ

ନୂଆଦିଲ୍ଲୀ,୧୩ା୬: ଲୋକ ସଭା ନିର୍ବାଚନ ସମାପ୍ତ ହୋଇଛି। ବର୍ତ୍ତମାନ ହେଉଛି ରାଜ୍ୟ ସଭା ଉପ-ନିର୍ବାଚନର ପର୍ଯ୍ୟାୟ। ୧୦ଟି ଖାଲି ସିଟ୍‌ ପାଇଁ ରାଜ୍ୟ ସଭା ସଚିବାଳୟ ଦ୍ୱାରା ଉପ-ନିର୍ବାଚନ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି...

ଦେଶରେ ୧୨ ମାସ ତଳେ ଖୁଚୁରା ମୁଦ୍ରାସ୍ଫୀତି, ଓଡ଼ିଶା ବଜାରରେ ଆକାଶ ଛୁଆଁ ଦରଦାମ୍

ଭୁବନେଶ୍ୱର, ୧୩।୬: ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ବା ମହଙ୍ଗା ହାର ମେ ମାସରେ ୧୨ ମାସର ସର୍ବନିମ୍ନ ୪.୭୫% ସ୍ତରକୁ ଖସିଛି। ଯାହା ଏପ୍ରିଲ ମାସରେ ୪.୮୩% ଥିଲା ବୋଲି ବୁଧବାର ସରକାର ପ୍ରକାଶ କରିଥିବା ତଥ୍ୟରେ କହିଛନ୍ତି। ତେବେ...

ଲିଙ୍ଗଗତ ଅସମାନତା: ୧୨୯ତମ ସ୍ଥାନରେ ଭାରତ, ଶୀର୍ଷରେ ଆଇସ୍‌ଲ୍ୟାଣ୍ଡ

ଜେନେଭା, ୧୨।୬: ଓ୍ବାର୍ଲଡ୍‌ ଇକୋନୋମିକ୍‌ ଫୋରମ(ଡବ୍ଲ୍ୟୁଇଏଫ୍‌) ପକ୍ଷରୁ ବୁଧବାର ଚଳିତବର୍ଷର ଲିଙ୍ଗଗତ ଅସମାନତା ସୂଚକାଙ୍କ ଜାରି କରାଯାଇଛି। ଏହି ସୂଚକାଙ୍କରେ ଭାରତ ୨ଟି ସ୍ଥାନ ତଳକୁ ଖସି ୧୨୯ତମ ସ୍ଥାନରେ ପହଞ୍ଚିଛି। ତେବେ ଗତବର୍ଷ ଭଳି ଚଳିତ ଥର ମଧ୍ୟ...

ଚାମ୍ପିଅନ୍ସ ଟ୍ରଫି ୨୦୨୫: ପାକିସ୍ତାନର ଏହି ଷ୍ଟାଡିୟମରେ ଖେଳାଯିବ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୧୦ା୬: ରବିବାର ନ୍ୟୁୟର୍କରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟି ୨୦ ବିଶ୍ୱକପ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ଏହି ରୋମାଞ୍ଚକର ମୁକାବିଲାରେ ଭାରତ ଏକ ଅବିଶ୍ଵନିୟ ବିଜୟ ହାସଲ କରିଛି। ତେବେ ବର୍ତମାନ ଉଭୟ ଦଳକୁ ନେଇ...

ଭାରତର ଅବିଶ୍ୱସନୀୟ ବିଜୟ

ନ୍ୟୁୟର୍କ, ୧୦।୬: ଟାର୍ଗେଟ ଥିଲା ମାତ୍ର ୧୨୦ ରନ। ସମ୍ମୁଖରେ ଥିଲା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଚାପ ସ୍ଥିତିରେ ଚମତ୍କାର ବୋଲିଂ କଲେ ଭାରତୀୟ ପେସ୍‌ ବାହିନୀ। ଏହାର ନେତୃତ୍ୱ ନେଲେ ଯଶପ୍ରୀତ୍‌ ବୁମ୍‌ରା। ଫଳରେ ଏକଦା ୨ ଉଇକେଟରେ...

କିପରି ରହିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ତୃତୀୟ କାର୍ଯ୍ୟକାଳ, କ’ଣ କହୁଛନ୍ତି ଗ୍ରହ-ନକ୍ଷେତ୍ର ?

ନୂଆଦିଲ୍ଲୀ,୫ା୬: ଲୋକସଭା ନିର୍ବାଚନରେ ​​ଏନଡିଏ ୨୯୨ ଟି ସିଟ୍ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। କିନ୍ତୁ ଭାରତୀୟ ଜନତା ପାର୍ଟି(ଭାଜପା) ନିଜେ ସଂଖ୍ୟାଗରିଷ୍ଠତା ହାସଲ କରିପାରି ନାହିଁ। ଦଳ କେବଳ ୨୪୦ ଟି ଆସନରେ ବିଜୟୀ ହୋଇଛି। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ...

ଟି-୨୦ ବିଶ୍ୱକପ: ପ୍ରଥମ ମ୍ୟାଚରେ ଟସ୍ ଜିତି ଭାରତର ବୋଲିଂ ନିଷ୍ପତି

ନ୍ୟୁୟର୍କ,୫ା୬: ଚଳିତ ଟି-୨୦ ବିଶ୍ୱକପରେ ବୁଧବାର ଭାରତ ଆୟାରଲ୍ୟାଣ୍ଡ ବିପକ୍ଷରେ ଏହାର ଅଭିଯାନ ଆରମ୍ଭ କରିଛି। ଏହି ମ୍ୟାଚରେ ଭାରତ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଭାରତ ଏହି ମ୍ୟାଚରେ ଚାରି ବ୍ୟାଟର, ଚାରି ଅଲରାଉଣ୍ଡର ଏବଂ...

ଆସିଲା Exit poll, କେନ୍ଦ୍ରରେ ପୁଣି ମୋଦିଙ୍କୁ ବହୁମତ

ନୂଆଦିଲ୍ଲୀ,୧।୬: ସପ୍ତମ ପର୍ଯ୍ୟାୟ ବ୍ୟାପି ମତଦାନ ଶେଷ ହେବାପରେ ବିଭିନ୍ନ ଏଜେନ୍ସି ଏବଂ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପୁଲ ବାହୁଡ଼ା ମତ ବା Exit poll ପ୍ରକାଶ ପାଇଛି। ବିଭିନ୍ନ ସଂସ୍ଥାର ପୂର୍ବାନୁମାନ ଅନୁଯାୟୀ ଭାରତୀୟ ଜନତା ପାର୍ଟି ନେତୃତ୍ୱରେ...

୨୦୨୯ ସୁଦ୍ଧା ୫ଜି ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୮୬ କୋଟି ଛୁଇଁବ, ଡାଟା ବ୍ୟବହାର କ୍ଷେତ୍ରରେ ଆଗରେ ଭାରତ

ନୂଆଦିଲ୍ଲୀ,୨୨ା୫: ଦେଶରେ ୫ଜି ମୋବାଇଲ୍ ଗ୍ରାହକଙ୍କ ଆଧାର ୨୦୨୩ ରେ ୧୩୦ ନିୟୁତ ଥିଲା, ଯାହାର ସଂଖ୍ୟା ୮୬୦ ନିୟୁତକୁ ବୃଦ୍ଧି ହୋଇପାରେ ଅର୍ଥାତ୍ ୨୦୨୯ ସୁଦ୍ଧା ୮୬ କୋଟି। ଦେଶର ଟେଲିକମ୍ ବଜାର ସମ୍ବନ୍ଧରେ ଏକ ରିପୋର୍ଟ ଅନୁଯାୟୀ,...

ଭାରତର ବିଶ୍ୱ ଭ୍ରମଣ ଏବଂ ପର୍ଯ୍ୟଟନ ସୂଚକାଙ୍କ ତାଲିକାରେ ସୁଧାର

ନୂଆଦିଲ୍ଲୀ,୨୨ା୫: ବିଶ୍ୱ ଅର୍ଥନୈତିକ ଫୋରମର ଭ୍ରମଣ ଏବଂ ପର୍ୟ୍ୟଟନ ବିକାଶ ସୁଚକାଙ୍କ ୨୦୨୪ ରେ ଭାରତର ମାନ୍ୟତା ୩୯ ତମ ସ୍ଥାନକୁ ଉନ୍ନୀତ ହୋଇଛି ଏବଂ ବିଶ୍ୱ ପର୍ଯ୍ୟଟନ କାର୍ଯ୍ୟକଳାପ ପୂର୍ବ-ମହାମାରୀ ସ୍ତରକୁ ଫେରିଛି ବୋଲି ବାର୍ଷିକ ରିପୋର୍ଟ ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri